ଆଉ ୪ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଆରମ୍ଭ ହେଲା ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ବ୍ୟବସ୍ଥା
ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଖାଉଟି କଲ୍ୟାଣ, ଖାଦ୍ୟ ଓ ସାଧାରଣ ବଣ୍ଟନ ବ୍ୟାପାର ମନ୍ତ୍ରୀ ଶ୍ରୀ ରାମବିଳାସ ପାଶୱାନ ‘ଏକ ରାଷ୍ଟ୍ର ଏକ ରାସନ କାର୍ଡ଼’ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି । ଏହି କାର୍ଡ ବ୍ୟବସ୍ଥାକୁ ଦେଶର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଧାର୍ୟ୍ୟ ସମୟ ସୀମା!-->…
Read More...
Read More...