Daily Archives

ସମ୍ବଲପୁର ଜିଲ୍ଲାରେ କରୋନା ଆକ୍ରାନ୍ତ ହଜାରେ ଟପିଲା

ସମ୍ବଲପୁର, (ଦାମୋଦର ପଣ୍ଡା) : ସମ୍ବଲପୁର ଜିଲ୍ଲାରେ ରବିବାର ନୂଆ କରୋନା ଆକ୍ରାନ୍ତ ୧୪ ଜଣ ସମସ୍ତେ ମହା ନଗର ନିଗମ ଅଞ୍ଚଳର ହୋଇଥିବା ବେଳେ ଏହି ସଂଖ୍ୟା ୧୦୦୧ରେ ପହଁଚିଛି । ଏହାର ମୁକାବିଲା ପାଇଁ ଭିମସାରରେ ଆଉ ଶହେ ଶଯ୍ୟାବିଶିଷ୍ଟ ଆଇସୋଲେସନ କେନ୍ଦ୍ର କାର୍ୟ୍ୟକ୍ଷମ ହୋଇଛି । ଅପରପକ୍ଷରେ
Read More...

ଲୋଇସିଂହା : ବିଶ୍ୱ ଆଦିବାସୀ ଦିବସ ପାଳିତ

ଲୋଇସିଂହା, (ଶ୍ୟାମସୁନ୍ଦର ମେହେର) : ବିଶ୍ୱ ଆଦିବାସୀ ଦିବସ ଅବସରରେ ଲୋଇସିଂହା ଓ ଆଗଲପୁର ବ୍ଲକ ଆଦିବାସୀ ସଂଘର ମିଳିତ ଉଦ୍ୟମରେ ଲୋଇସିଂହାସ୍ଥିତ ଆଦିବାସୀ ଭବନରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଆଦିବାସୀଙ୍କ ମୂଳ ଦେବାଦେବୀଙ୍କ ପୂଜାର୍ଚ୍ଚନା ପରେ ବୀର
Read More...

ହରିଶଙ୍କରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଖପ୍ରାଖୋଲ, (ଜ୍ୟୋତି ରଂଜନ ପଣ୍ଡା) : ଖପ୍ରାଖୋଲ ବ୍ଲକ ପବିତ୍ର ତୀର୍ଥକ୍ଷେତ୍ର ହରିଶଙ୍କର ଠାରେ ସାମ୍ବାଦିକ ସଂଘ ଓ ଗନ୍ଧମାର୍ଦ୍ଧନ ସୁରକ୍ଷା ଯୁବ ପରିଷଦ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ କଟକଣା ଯୋଗୁଁ ସାମାଜିକ ଦୂରତା ରଖି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା
Read More...

ଗୋଟିଏ ଦିନରେ ୭,୧୯,୩୬୪ ନମୁନା ପରୀକ୍ଷା କରି ନୂତନ ଶିଖର ଛୁଇଁଛି ଭାରତ

• ଏବେ ସମୁଦାୟ ପରୀକ୍ଷଣ ସଂଖ୍ୟା ୨,୪୧,୦୬,୫୩୫ ଗୋଟିଏ ଦିନରେ ୭ ଲକ୍ଷରୁ ଅଧିକ ପରୀକ୍ଷା କରି ଭାରତ ଏକ ସଫଳତାର ଶୀର୍ଷରେ ପହଞ୍ଚିଛି । ଗତ କିଛି ଦିନ ଧରି ୬ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରୁଥିବା ଭାରତ ଗତକାଲି ୨୪ ଘଣ୍ଟା ମଧ୍ୟରେ ୭,୧୯,୩୬୪ ନମୁନା ପରୀକ୍ଷା କରିଛି ।ଏହିଭଳି ଦୈନିକ
Read More...