Monthly Archives

September 2020

ହାରି ଗୁହାରି କରିବା ସତ୍ୱେ ମିଳିଲା ନାହିଁ ଘର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବିଞାପିତ ଅଞ୍ଚଳ ପରିଷଦ ବଡପଡାଠାରେ ବସବାସ କରୁଥିବା ଜଣେ ଭିନ୍ନକ୍ଷମ ( ଶତପ୍ରତିଶତ ) ବ୍ୟକ୍ତି ଘର ଘଣ୍ତିଏ ପାଇବା ପାଇଁ ପଦ୍ମପୁର ଉପ ଜିଲ୍ଲାପାଳ, ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ୟ୍ୟ ନିର୍ବାହୀ ଅଧିକାରୀ, ତହସିଲଦାର, ଆରଆଇଙ୍କ
Read More...

ପରେଶ ରାୱଲ ହେଲେ ଏନ୍‌ଏସ୍‌ଡ଼ି ଅଧ୍ୟକ୍ଷ

ନୂଆଦିଲ୍ଲୀ : ବଲିଉଡ୍‌ର ବଳିଷ୍ଠ ପ୍ରତିଭାବାନ ଅଭିନେତା ତଥା ଭାରତୀୟ ଜନତା ପାର୍ଟିର ପୂର୍ବତନ ସାଂସଦ ପରେଶ ରାୱଲ୍‌ଙ୍କୁ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମା(ଏନ୍‌ଏସ୍‌ଡ଼ି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ଏହି ସୂଚନା ଦେଇଥିବା ବେଳେ ସେ
Read More...

ବେଆଇନ ଭାବେ ବିଦ୍ୟୁତ ସଂଯୋଗ, ପ୍ରକୃତ ଉପଭୋକ୍ତା ହଇରାଣ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ ରେଙ୍ଗାଲି ଗାଁକୁ ଚୁଡାପାଲି ସେକସନରୁ ବିଦ୍ୟୁତ ବଣ୍ଟନ ହେଉଛି । ନଈନାଳ, ବଣ ପାହାଡ଼ ଘେରା ଅଂଚଳ ହେତୁ ସପ୍ତାହରେ ଦୁଇ ତିନି ଦିନ ଜନସାଧାରଣ ବିଦ୍ୟୁତ ସେବାରୁ ବଂଚିତ ହେଉଛନ୍ତି । ଅପରପକ୍ଷେ କୌଣସି ସମସ୍ୟା ହେଲେ ବିଦ୍ୟୁତ
Read More...

କୋଶଲୀ ଚଳଚ୍ଚିତ୍ର ‘ରଙ୍ଗବତୀ ରଙ୍ଗେଇ ଦେଲା’ର ସୁଟିଙ୍ଗ ଆରମ୍ଭ

ସଇଁନ୍ତଲା, (ପ୍ରଶାନ୍ତ କୁମାର ମେହେର) : ସଚେତନତାର ବର୍ତ୍ତା ନେଇ ଓ ଦାଦନ ଶ୍ରମିକ ଏବଂ ପାରିବାରିକ ସଂସ୍କୃତିକୁ ନେଇ ଆଜି ସଇଁନ୍ତଲା ଗିରି ଗୋବର୍ଦ୍ଧନ ପୀଠ ଠାରୁ କୋଶଲୀ ଚଳଚ୍ଚିତ୍ର 'ରଙ୍ଗବତୀ ରଙ୍ଗେଇ ଦେଲା'ର ସୁଟିଙ୍ଗ ଆରମ୍ଭ ହୋଇଯାଇଛି । କଳା, ସଂସ୍କୃତି, ପରମ୍ପରା, ଲୋକବାଦ୍ୟ, ଗରିବ
Read More...

ପୁରୁଣା ଆର୍‌ଆଇ ଅଫିସକୁ ଧକ୍ଳା ଦେଲା ଥଣ୍ଡା ବୋଝେଇ ଆଇଚର୍

ବୌଦ୍ଧ,(ବଂଶୀଧର ମାଝୀ): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ନଂ.୫୭ ଜାତୀୟ ରାଜପଥ ଆଡେଣିଗଡସ୍ଥିତ ପୁରୁଣା ଆର୍‌ଆଇ ଅଫିସକୁ ବୁଧବାର ରାତିରେ ଏକ ଥଣ୍ଡା ବୋଝେଇ ଆଇଚର୍‌ ଧକ୍ଳା ଦେଇଥିବା ଜଣାପଡିଛି । ପ୍ରକାଶ ଯେ ଭୁବନେଶ୍ବରରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ବେଳେ ଓଡି୦୨ବି ଏଫ୬୮୭୭ ନମ୍ବର
Read More...

ସଇଁନ୍ତଲା ଡାକ୍ତରଖାନାରେ ଅଲଟ୍ରାସାଉଣ୍ଡ ଅଚଳ : ବାହାରେ କ୍ଲିନିକ ଖୋଲି ଡାକ୍ତରଙ୍କ ଖେଳ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗୀର ଜିଲ୍ଲା ସଇଁନ୍ତଲା ଡାକ୍ତରଖାନାକୁ ୨୨ଟି ପଞ୍ଚାୟତର ଦୂର ଦୁରାନ୍ତରୁ ଅନେକ ରୋଗୀ ଆସିଥାନ୍ତି । କିନ୍ତୁ ରୋଗୀ ଓ ତାଙ୍କ ପରିବାର ପରିଜନ ଅଲଟ୍ରାସାଉଣ୍ଡ ପାଇଁ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଦୀର୍ଘ ୬ ମାସରୁ ଅଧିକ ହେବ ଡାକ୍ତରଖାନାରେ
Read More...

ପୂଜା ପାଇଁ ରାଜ୍ୟ ସରକାରଙ୍କ ଆଦେଶନାମା ଜାରି : ନିୟମ ନ ମାନିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୁର୍ଗାପୂଜା ପାଖେଇ ଆସୁଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଦେଶନାମା ଜାରି କରାଯାଇଛି । ଆଦେଶନାମାରେ ସ୍ପଷ୍ଟ କରାଯାଇଛି ଯେ, ଏହି ଆଦେଶନାମାକୁ ଚଳିତ ବର୍ଷ ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବର ମାସ ମଧ୍ୟରେ ହେବାକୁ ଥିବା ଦୁର୍ଗାପୂଜା,
Read More...

କାମ ଯୋଗାଇବାରେ ଝାରବନ୍ଧ ବ୍ଲକ ପ୍ରଶାସନ ବିଫଳ : ଦାଦନଙ୍କ ଲେଉଟାଣି ଆରମ୍ଭ

ଦାଦାନର ଦୁଃଖ, ସରକାରୀ ମହଲରେ ସୁଖ ?ଦାଦନ ରୋକିବା ପାଇଁ କେନ୍ଦ୍ର ସରକାର ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାଦନ ପ୍ରବଣ ଅଞ୍ଚଳ ମାନଙ୍କରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ୧୦୦ ଦିନରୁ ୨୦୦ ଦିନକୁ କର୍ମ ଦିବସ ବୃଦ୍ଧି କରିଥିଲେ । କିନ୍ତୁ
Read More...

ଡିଆଁ ମାରୁଛି କରୋନା, ମଣିଷ ଜୀବନ ବାଟବଣା : ଗତ ୨୪ ଘଂଟାରେ ଦେଶରେ ୯୫,୭୩୫ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ : ‘ଡିଆଁ ମାରୁଛି କରୋନା, ମଣିଷ ଜୀବନ ବାଟବଣା’ ବୋଲି ଏବେ ସାଧାରଣରେ ଚର୍ଚ୍ଚା ଚାଲିଛି । ଗତ ୨୪ ଘଂଟାରେ ଦେଶରେ ୯୫,୭୩୫ ଜଣ ଆକ୍ରାନ୍ତ ହୋଇଥିବା ଖବର ଛନକା ସୃଷ୍ଟି କରିଛି ଭାରତୀୟଙ୍କ ମନରେ । ପୁଣି ୧,୧୭୨ ଜଣ ଗତ ୨୪ ଘଂଟାରେ ପ୍ରାଣ ହରାଇଛନ୍ତି କରୋନାର ନୃଶଂସ ସଂକ୍ରମଣରେ ।
Read More...

ଫିଟିଲା ବହୁଚର୍ଚ୍ଚିତ ମୁଣ୍ଡ ବିହୀନ ମୃତଦେହର ରହସ୍ୟ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଫିଟିଲା ବହୁଚର୍ଚ୍ଚିତ ମୁଣ୍ଡ ବିହୀନ ମୃତଦେହର ରହସ୍ୟ । ଜଣାପଡ଼ିଲା ହତ୍ୟକାରୀ କିଏ । ଶାନ୍ତିରେ ନିଃଶ୍ୱାସ ମାରିଲେ ଜନତା ଓ ପୋଲିସ ।ଶନିବାର ଲୁତୁରପଙ୍କ ନିକଟରେ ଧାନବିଲ କଡ଼ରୁ ମିଳିଥିଲା ଏକ ହାତ, ଗୋଡ ଓ ମୁଣ୍ଡ ବିହୀନ ମୃତଦେହ । ଏହି ଘଟଣାର ତଦନ୍ତ
Read More...