ଆଜି ବଲାଙ୍ଗିର ଜିଲ୍ଲାରୁ ୧୧୦ ଆକ୍ରାନ୍ତ ଚିହ୍ନଟ : ବଲାଙ୍ଗିର ପୌରାଂଚଳରୁ ୫୧
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରୁ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୫୧ ଜଣ ସଂକ୍ରମିତ ହୋଇଥିବା ସରକାରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ବଲାଙ୍ଗିର ପୌରାଂଚଳର ଇନ୍ଦିରାନଗରରୁ ୧, ଟିକ୍ରାପଡ଼ାରୁ ୨, ରାଧାରାଣୀପଡ଼ାରୁ ୧,!-->…
Read More...
Read More...