ଦୀର୍ଘ ୩୫ ବର୍ଷ ପରେ ଆନ୍ତର୍ଜାତିକ ଶ୍ରମ ସଂଗଠନର ପରିଚାଳନା ପରିଷଦ ଅଧ୍ୟକ୍ଷ ପଦ ଗ୍ରହଣ କଲା ଭାରତ
ନୂଆଦିଲ୍ଲୀ, (ପିଆଇବି) : ଦୀର୍ଘ ୩୫ ବର୍ଷ ପରେ ଭାରତ ଆନ୍ତର୍ଜାତିକ ଶ୍ରମ ସଂଗଠନ (ଆଇଏଲ୍ଓ)ର ପରିଚାଳନା ପରିଷଦ ଅଧ୍ୟକ୍ଷ ପଦ ଗ୍ରହଣ କରିଛି । ଭାରତ ଓ ଆନ୍ତର୍ଜାତିକ ଶ୍ରମ ସଂଗଠନ ମଧ୍ୟରେ ଥିବା ଦୀର୍ଘ ୧୦୦ ବର୍ଷର ସଫଳ ସଂପର୍କରେ ଏହି ନୂଆ ଦାୟିତ୍ୱ ଆଉ ଏକ ଅଧ୍ୟାୟ ଯୋଡିଛି । ଭାରତର ଶ୍ରମ!-->…
Read More...
Read More...