ଗତ ୨୪ ଘଂଟାରେ ଓଡ଼ିଶାରେ ୧୨୪୭ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : କ୍ରମାଗତ ଭାବେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଂଟାରେ ଓଡ଼ିଶାରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୭୨୯ ଜଣ!-->…
Read More...
Read More...