କର୍ଲାପିଟା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
				ବଲାଙ୍ଗିର: (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କର୍ଲାପିଟା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ କଟକଣା ମଧ୍ୟରେ!-->…					
Read More...
				Read More...
