ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ
କେନ୍ଦୁଝର, (କେପିଏନ୍ଏସ୍) : ଆନନ୍ଦପୁରରେ ଗତ ବିଳମ୍ବିତ ରାତିରେ ୨ ଟ୍ରକ୍ ମଧ୍ୟରେ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ଜଣ ହେଲପର୍ଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ଦ୍ୱୟଙ୍କ ଘର ଆନନ୍ଦପୁରର ଜୋକନାଳି ଅଞ୍ଚଳରେ ବୋଲି ଚୁହାଯାଇଛି । ସୂଚନା ଅନୁସାରେ ଗତକାଲି ରାତିରେ ୨୦ ନମ୍ବର!-->…
Read More...
Read More...