ଲୋଇସିଂହରେ ଲୁଟେରା ସକ୍ରିୟ : ବାଇକ ଡିକିରୁ ୪ ଲକ୍ଷ ଟଙ୍କା ଲୁଟ, ପୋଲିସ ହାତ ଖାଲି
ଲୋଇସିଂହା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅଂଚଳରେ ଲୁଟେରା ସକ୍ରିୟ ହୋଇ ପଡିଛନ୍ତି । ଲୋଇସିଂହା ଷ୍ଟେଟ ବ୍ୟାଙ୍କ ସମ୍ମୁଖରୁ ଏକ ବାଇକ ଡିକିରୁ ୪ ଲକ୍ଷ ଟଙ୍କା ଲୁଟ ହୋଇଥିବା ନେଇ ଲୋଇସିଂହା ଥାନାରେ ଅଭିଯୋଗ ହୋଇଛି । ଅଂଚଳରେ ଲୁଟପାଟ ବୃଦ୍ଧି ପାଇଥିଲେ ମଧ୍ୟ!-->…
Read More...
Read More...