Daily Archives

ବଲିଉଡରେ ବଲାଙ୍ଗିରର ଫିଲ୍ମ ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ : ମୁକ୍ତିଲାଭ ଅପେକ୍ଷାରେ ୱେବ ସିରିଜ ‘ଝୋଲାଛାପ୍‌’

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ୭ଟି କ୍ଷୁଦ୍ର ଚଳଚ୍ଚିତ୍ର ସଫଳତା ପାଇବା ପରେ ଏକ ବଡ ୱେବ ସିରିଜ ମୁକ୍ତିଲାଭ ଅପେକ୍ଷାରେ ରହିଛି । ଓଡିଶାର ପ୍ରଖ୍ୟାତ ଫିଲ୍ମ ନିର୍ଦ୍ଦେଶକ ତଥା ଅଭିନେତା ଚିତ୍ତରଂଜନ ତ୍ରିପାଠୀ ଏଥିରେ ମୁଖ୍ୟ ଭୂମିକାରେ ଅବତୀର୍ଣ୍ଣ ହେବେ ।
Read More...

ଆଜିି ଓଡ଼ିଶାରୁ ୮୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଆଜି ୮୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୯୯ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୩୬୯ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ
Read More...

ଡିମିରିକୁଦା ବ୍ରିଜରେ ଅଘଟଣ : ୨ ଯୁବକଙ୍କ ମୃତ୍ୟୁ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଢାଖୋଲ ଅନ୍ତର୍ଗତ ନାକଟିଦେଉଳ ରାସ୍ତା ଡିମିରି କୁଦା ବ୍ରିଜରେ ଏକ ଅଘଟଣ ଘଟି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି ବୋଲି ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ବୁଧୁବାର ବିଳମ୍ବିତ ରାତିରେ ଦୁଇ ଜଣ ଯୁବକ ବାଇକରେ ଆସୁଥିବା ବେଳେ ଡିମିରିକୁଦା ବ୍ରିଜରେ ବାଇକ୍‌ ପିଟି
Read More...

ହାତୀ ଆକ୍ରମଣରେ ଚାଲିଗଲା ୨ ଅମୂଲ୍ୟ ଜୀବନ

ସୁନ୍ଦରଗଡ, (କେପିଏନ୍‌ଏସ୍‌) : ହାତୀ ଆକ୍ରମଣର ଶିକାର ହୋଇ ଦୁଇ ଜଣଙ୍କ ଜୀବନ ଯାଇଛି ବୋଲି ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ଲାଠିକଟା ବ୍ଲକ ଅଚଂଳର ମଲଙ୍ଗା ଗାଁର ଗାନ୍ଦୁରୁ ଓରାମ ଆଜି ସକାଳୁ ନିଜ ବଗିଚାରେ କିଛି କାମ କରୁଥିବା ବେଳେ ଦନ୍ତା ହାତୀ ଆକ୍ରମଣ ଶିକାର
Read More...

ଦୁଷ୍କର୍ମ ଅଭିଯୋଗରେ ଜେଲ୍‌ ଗଲେ ଯୁବକ

ବ୍ରଜରାଜନଗର, (କେପିଏନ୍‌ଏସ୍‌) : ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକ ଜେଲ୍‌ ଯାଇଥିବା ବେଳେ ଏହି ଘଟଣା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନା ଅନୁସାରେ ଗତ ୧୭ ତାରିଖ ଦିନ ଭୋର୍‌ ସମୟରେ ନିଛାଟିଆ ପଡ଼ିଆକୁ ଶୌଚ ପାଇଁ ଯାଉଥିବା ବେଳେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଏକୁଟିଆ ପାଇ
Read More...

ବଲାଙ୍ଗିର ଜିଲ୍ଲାରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମସ୍ୟା : ଚଳିତ ବର୍ଷ ଜିଲ୍ଲା ପ୍ରଶାସନ ପାଇଁ ବିରାଟ ଚ୍ୟାଲେଂଜ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମସ୍ୟା ଚଳିତ ବର୍ଷ ଜିଲ୍ଲା ପ୍ରଶାସନ ପାଇଁ ଏକ ବିରାଟ ଚ୍ୟାଲେଂଜ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି । ପ୍ରତି ବର୍ଷ ବଲାଙ୍ଗିର ଜିଲ୍ଲାରୁ ଲକ୍ଷାଧିକ ଶ୍ରମିକ ପେଟ ପୋଷିବା ପାଇଁ ପଡେ଼ାଶୀ ଜିଲ୍ଲାକୁ
Read More...