ବଲାଙ୍ଗିର ଜିଲ୍ଲାରେ ଏକ୍ଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଶହ ତଳକୁ : ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୨୩
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ଏକ୍ଟିଭ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଶହ ତଳକୁ ଖସିଛି । ଆଜି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ରହିଥିବା ବେଳେ ବଲାଙ୍ଗିର ପୌରାଂଚଳରେ ମାତ୍ର ୩ ଜଣ ସଂକ୍ରମିତ ହୋଇଛନ୍ତି । ବଲାଙ୍ଗିର ପୌରାଂଚଳର ୱାର୍ଡ ନଂ.୧ରୁ ୩,!-->…
Read More...
Read More...