ଚମ୍ପାଦେଇପୁର ପଞ୍ଚାୟତରେ ସାପ୍ତାହିକ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର
କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ ନିଆଯାଇଥିବା ଅଭିନବ ପ୍ରୟାସ କ୍ରମରେ ପ୍ରତ୍ୟେକ ମଙ୍ଗଳବାର ଦିନ ବ୍ଲକର ପ୍ରତି ପଞ୍ଚାୟତରେ ସାପ୍ତାହିକ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଆୟୋଜିତ ହେଉଛି । ଦ୍ୱିତୀୟ ସପ୍ତାହରେ ଆୟୋଜିତ ଏହି ଶିବିର!-->…
Read More...
Read More...