Daily Archives

ପ୍ରତିଶୃତି ପୂରଣ କଲେ ଅପରାଜିତା

ଭୁବନେଶ୍ୱର : ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ନିର୍ବାଚନ ପ୍ରଚାର ବେଳେ ଅଣ୍ଡା ଗ୍ରାମରେ ଦେଇଥିବା ପ୍ରତିଶୃତିକୁ ପୂରଣ କରିଛନ୍ତି । ଅଣ୍ଡା ଗ୍ରାମବାସୀଙ୍କ ଆଗ୍ରହ କ୍ରମେ ଗ୍ରାମରେ ଏକ ହାଇ ମାଷ୍ଟ ଲାଇଟ୍‌ ଲଗାଯାଇଛି, ଯାହା ସୌରଚାଳିତ ଅଟେ । ଏହି କାର୍ୟ୍ୟ
Read More...

ପ୍ରେମ

ରବି କାନୁନ୍‌ଗୋ ପ୍ରେମ କାଳରେ ପ୍ରେମିକ ପ୍ରେମିକା ଦୁହେଁ ଫୋନ୍‌ କି ମୋବାଇଲ୍‌ରେ ଗପ ହୁଅନ୍ତି । ଏଠି ସଙ୍କଟ ହେଲା – କଥା ହେବାକୁ ପ୍ରସଙ୍ଗ ନ ଥାଏ, ଫୋନ୍‌ ଛାଡ଼ିବାକୁ ମନ ହେଉ ନ ଥାଏ । ଆଉ ଗୋଟିଏ ଅବସ୍ଥା ବାହାଘର ପରେ : ପତ୍ନୀ – ପାଖରେ ଥିଲେ କୁଆଡେ଼ ପତିଙ୍କୁ ଯାତନା ଦିଅନ୍ତି ଓ ନ
Read More...

ସାନନ୍ଦ ମିଶ୍ର ହେଲେ ଜିଲ୍ଲା କିଷାନ କଂଗ୍ରେସ ଅଧ୍ୟକ୍ଷ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ ଅଧ୍ୟକ୍ଷ ଭାବେ ଯୁବନେତା ସାନନ୍ଦ ମିଶ୍ରଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ନବ ନିଯୁକ୍ତ ଅଧ୍ୟକ୍ଷ ଶ୍ରୀ ମିଶ୍ର କହିଛନ୍ତି ଯେ,
Read More...

ଝାରବନ୍ଧରେ ପୁଲିସର ଜନ ସମ୍ପର୍କ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଝାରବନ୍ଧ ବ୍ଲକ ଛତିଶଗଡ ସୀମାନ୍ତ ଛୋଟଅନକୀ ଗ୍ରାମର ଖେଳ ପଡିଆରେ ପୁଲିସର ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ଛତିଶଗଡ ସୀମା ଏହି ଗ୍ରାମ ପଞ୍ଚାୟତର ଜଙ୍ଗଲ ରାସ୍ତାରେ ମାଓବାଦୀ ମାନେ ଯିବା ଆସିବା କରୁଥିବାରୁ ଜନସାଧାରଣ ଭୟରେ ଜୀବନଯାପନ
Read More...

ଖୁଣ୍ଟିଗୋରାରେ ବାଜପେୟୀ ଜୟନ୍ତୀ ପାଳନ

ବୌଦ୍ଧ, (ବଂଶୀଧର ମାଝୀ) : ଭାରତର ପୂର୍ବତନ ପ୍ରଧାନ ମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଜଣେ ରାଜନେତା, ବକ୍ତା ଏବଂ ପ୍ରସିଦ୍ଧ କବି ଥିଲେ । ସ୍ୱାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ମୋଟ ସେ ତିନିଥର କାର୍ୟ୍ୟଭାର ସମ୍ଭାଳି ଥିଲେ । ବାଜପେୟୀ ଅବିବାହିତ ଥିଲେ ।
Read More...

ଅସୀତ ତ୍ରିପାଠୀଙ୍କୁ ଅଭିନନ୍ଦନ ଜଣାଇଲା ବଲାଙ୍ଗିର ନାଗରିକ କମିଟି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କୁ ଅବସର ଗ୍ରହଣ ପରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କର ମୁଖ୍ୟ ପରାମର୍ଶ ଦାତା ଭାବରେ ନିଯୁକ୍ତି ଦିଆଯାଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବଲାଙ୍ଗିର
Read More...

କ୍ରିଷ୍ଣା କପ୍ କ୍ରିକେଟ୍ : କଲଙ୍ଗାପାଲି ସେମିରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିକଟସ୍ଥ ମହୁଲପାଲି ସ୍କୁଲ ପଡ଼ିଆରେ କେସିସି ଦ୍ଵାରା ଆୟୋଜିତ ୧୯ତମ କ୍ରିଷ୍ଣା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିନ ପ୍ରଥମ ମ୍ୟାଚରେ କଲଙ୍ଗାପାଲି ଦଳ ବୁଡେନ ଦଳକୁ ହରାଇ ଏବଂ ଦ୍ବିତୀୟ ମ୍ୟାଚରେ ମହୁଲପାଲି ଦଳ ଇଚ୍ଛାପାଲି ଦଳକୁ ହରାଇ
Read More...

ଲାଠୋରରେ ବିଜେପି ପକ୍ଷରୁ ସୁଶାସନ ଦିବସ ପାଳିତ

ଖପ୍ରାଖୋଲ, (କ୍ରିଷ୍ଣା ସେଠୀ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋର ଠାରେ ବିଜେପି ପକ୍ଷରୁ ଲାଠୋର ସରପଞ୍ଚ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସୁଶାସନ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ବିଜେପି ଦଳର
Read More...

ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ବରଗଡ଼, (ସତ୍ୟନାରାୟଣ ପଧାନ) : ବରଗଡ଼ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଗ୍ରାମରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଶେଷ କରି ସାମ୍ପ୍ରତିକ ପରିସ୍ଥିତିରେ ଆଜି ସକାଳୁ ଭବ୍ୟ ଲଗ୍ନ ଅନୁସାରେ ପୂଜାର୍ଚନା କରାଯାଇଥିଲା ।
Read More...

ଡାକ୍ତର ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଂକଳନ ‘ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ’ ଉନ୍ମୋଚିତ

ବଲା‌ଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଲିଟରରି ଏଣ୍ଡ ସୋସିଆଲ କ୍ଲବ ସଭାକକ୍ଷରେ କଥାଶିଳ୍ପୀ ଡାକ୍ତର ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଂକଳନ 'ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ' ଉନ୍ମୋଚିତ ହୋଇଯାଇଛି । ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ
Read More...
error: Content is protected !!