କେନ୍ଦ୍ରୀୟ ଯୋଜନାକୁ ହଡପ କରିବା ପ୍ରତିବାଦରେ ସଇଁନ୍ତଲା ଥାନାରେ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଏତଲା
ସଇଁନ୍ତଲା, (ଅଜିତ କୁମାର ସାହୁ) : କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)କୁ ହଡପ ଓ ଚଂଚକତା କରି ନିଜସ୍ୱ ଯୋଜନାରେ ଘର ନିର୍ମାଣ ହେଉଛି । ରାଜ୍ୟ ସରକାର ନିଜ ଷ୍ଟିକର ଦେଇ ଏହି ଯୋଜନାର ବାହାବା ନେଉଥିବା ବେଳେ କେନ୍ଦ୍ର ସରକାର ହିଁ ଏହି ଯୋଜନାର ପ୍ରଣୟନକର୍ତ୍ତା ।!-->…
Read More...
Read More...