ଶବଦାହ ପାଇଁ କାଠ ବିବାଦ : ଡିଏଫଓଙ୍କୁ ଭେଟିଲେ ଜିଲ୍ଲା ଭାଜପା ପ୍ରତିନିଧି ଦଳ
ବରଗଡ଼, (ସତ୍ୟନାରାୟଣ ପଧାନ) : ଗତ ୫୦ ବର୍ଷ ଧରି ଶବଦାହ ପାଇଁ କାଠ ଯୋଗାଇ ଥିବା ବରଗଡ଼ର ଗୋପାଳ ଗୋଶାଳା ଆସନ୍ତା ଡ଼ିସେମ୍ବର ୧ ତାରିଖରୁ ଆଉ କାଠ ଯୋଗାଇ ପାରିବ ନାହିଁ ବୋଲି ଘୋଷଣା କରିବା ପରେ ବରଗଡ଼ ସଦର ମହକୁମାରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଏହାର ତୁରନ୍ତ ସମାଧାନ ଦାବୀରେ!-->…
Read More...
Read More...