ବିରିପାଲିରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ପଦ୍ମପୁର ବ୍ଲକ ଅନ୍ତର୍ଗତ ଜମରତଲା ଗ୍ରାମ ପଞ୍ଚାୟତ ବିରିପାଲି ଶିବ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି ଦ୍ବାରା କରୋନା ଯୋଦ୍ଧା ଅଙ୍ଗନୱାଡ଼ି ଦିଦି ଓ ଆଶା କର୍ମୀମାନଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।!-->…
Read More...
Read More...