Yearly Archives

2020

ହରଡାଟାଲ ଗ୍ରାମରେ ମୃତ୍ୟୁର ଆତଙ୍କ : ୩ ଜଣଙ୍କ ମୃତ୍ୟୁ, ୨୦ରୁ ଅଧିକ ଗୁରୁତର ଅସୁସ୍ଥ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ତ ଅନ୍ତର୍ଗତ ପାଇକମାଲ ବ୍ଲକର କେର୍‌ମେଲାବାହାଲ ଗ୍ରାମ ପଞ୍ଚାୟତ ଅଧୀନସ୍ଥ ଏକ ୱାର୍ଡ ବିଶିଷ୍ଟ ହରଡାଟାଲ ଗ୍ରାମରେ ମୃତ୍ୟୁର ଆତଙ୍କ ସୃଷ୍ଟି ହୋଇଛି । ଜ୍ୱର ଓ ଅଜଣା ରୋଗରେ ୧ ମାସ ଭିତରେ ଗ୍ରାମର ଲୋଚନ ଏଣ୍ତଜା(୭୦), ସୀମା
Read More...

ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ଜୁନାଗଡ, (ଦୁଷ୍ମନ୍ତ କୁମାର ନାଏକ) : ଜୁନାଗଡ ବ୍ଲକ୍ ଅନ୍ତର୍ଗତ କରଚଲା ଗାନ୍ଧୀ ଶତ ବାର୍ଷିକୀ ଉଚ୍ଚ ବିଦ୍ୟାଳୟରେ ଆଜି ରାଷ୍ଟ୍ରୀୟ ଏକତା ଦିବସ ବା ସର୍ଦ୍ଧାର ବଲ୍ଲଭ ଭାଇ ପଟେଲଂକ ଜୟନ୍ତୀ ପାଳିତ ହୋଇ ଯାଇଅଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡକ୍ଟର ଦୀନକୃଷ୍ଣ ଯୋଶୀ ଲୌହ ମାନବ
Read More...

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ ୬୩ ଆକ୍ରାନ୍ତ, ବଲାଙ୍ଗିର ପୌରାଂଚଳରୁ ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୬୭୪୯ ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୦୯୨ ଜଣ ସୁସ୍ଥ ହୋଇ ସାରିଛନ୍ତି ଓ ୬୨୭ ଜଣ ଏବେ ଏକ୍‌ଟିଭ୍‌ ଆକ୍ରାନ୍ତ ରହିଛନ୍ତି । ତେବେ ଆଜି ଜିଲ୍ଲାରେ ନୂଆ ୬୩ ଜଣ କରୋନା ଆକ୍ରାନ୍ତ ହୋଇଥିବା
Read More...

ବର୍ତ୍ତମାନ ବିରୋଧୀମାନଙ୍କ ମୁଖା ଖୋଲି ଯାଇଛି : ପ୍ରତିକ୍ରିୟା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦି‌ଲ୍ଲୀ : ପୁଲୱାମା ଆକ୍ରମଣ ସମ୍ପର୍କରେ ପାକିସ୍ତାନ ସଂସଦରେ ଇମ୍ରାନ ଖାନଙ୍କ ମନ୍ତ୍ରୀଙ୍କ ସ୍ୱୀକାର ପରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ଦେଇଛନ୍ତି । ପୁଲୱାମା ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆମ ଦେଶର ସୈନିକମାନେ ଯେତେବେଳେ ସହିଦ
Read More...

ଇତିହାସ ରଚିଲେ ହରପ୍ରୀତ୍ : ଭାରତୀୟ ବିମାନ ସେବାରେ ପ୍ରଥମ ମହିଳା ସିଇଓ ଭାବେ ନିଯୁକ୍ତ

ନୂଆଦିଲ୍ଲୀ : ଇତିହାସ ସୃଷ୍ଟି କରିଛ‌ନ୍ତି ହରପ୍ରୀତ୍ ଏ.ଡି.ସିଂହି । ଏଲାୟନ୍ସ ଏୟାରର ପ୍ରଥମ ମହିଳା ସିଇଓ ଭାବେ ସେ ନିଯୁକ୍ତ ହୋଇଛନ୍ତି । ସେ ବର୍ତ୍ତମାନ ଏୟାର ଇଣ୍ଡିଆ କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ରହିଛନ୍ତି । ଏଆଇ.ର ସବୁଠାରୁ ବରିଷ୍ଠ କମାଣ୍ଡରମାନଙ୍କ ମଧ୍ୟରେ ନିବେଦିତା ଭସିନ
Read More...

କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ବିରୋଧ : ଶଗଡ଼ ଗାଡ଼ି ଶୋଭାଯାତ୍ରା, ଚନ୍ଦାହାଣ୍ଡି ବ୍ଲକ୍ କଂଗ୍ରେସର ବିକ୍ଷୋଭ…

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ କଂଗ୍ରେସ କମିଟି ତରଫରୁ ଏକ ଅଭିନବ ଭାରେ କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ବିରୋଧ କରାଯାଇଥିବା ଦେଖାଯାଇଛି । ଶଗଡ଼ ଗାଡ଼ି ଶୋଭାଯାତ୍ରାରେ କଂଗ୍ରେସ କର୍ମୀମାନେ ଚନ୍ଦାହଣ୍ଡି ପରିକ୍ରମା କରିଛନ୍ତି । ବ୍ଲକ୍ କାର୍ୟ୍ୟାଳୟଠାରେ
Read More...

ଭାଲୁ ଆକ୍ରମଣରେ ଚାଷୀ ଗୁରୁତର

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ତଳଗାଁ ଗ୍ରାମପଞ୍ଚାୟତ ଡାକପଦର ଗାଁରେ ଫସଲ ଜଗିବାକୁ ଯାଇଥିବା ଜଣେ ଚାଷୀ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଥିବା ଖବର ମିଳିଛି । ସୂଚନା ଅନୁଯାୟୀ, ଡାକପଦର ଗ୍ରାମର ଚମ୍ପେଶ୍ୱର ଜାନୀ (୫୫) ନାମକ ଜଣେ ଚାଷୀ ଗୁରୁବାର
Read More...

ନୃଶଂସ ଘଟଣା : ଯୁବକଙ୍କୁ ପିଟିପିଟି ହତ୍ୟା

ରାଉରକେଲା : ରାଉରକେଲାରେ ଏକ ନୃଶଂସ ଘଟଣା ଘଟିଛି । ଟ୍ରାଫିକ ଗେଟ ମାର୍କେଟ ଅଂଚଳରେ ଗତକାଲି ରାତିରେ ଜଣେ ଯୁବକକୁ ପିଟି ପିଟି ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ମୃତ ଯୁବକ ଜଣକ ହେଉଛନ୍ତି ସାଗର ରାଏ । ତେବେ ଏହି ଆକ୍ରମଣରେ ସାଗରଙ୍କ ବନ୍ଧୁ ପ୍ରକାଶ ସେଠୀ ମଧ୍ୟ ଗୁରୁତର
Read More...

ମାନବିକତା ଦେଖାଇଲେ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର : ଦୁର୍ଘଟଣାରେ ଆହତ ଯୁବକଙ୍କୁ ଡାକ୍ତରଖାନାରେ ପହଂଚାଇଲେ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବିବିନା ଛକ ଠାରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକ ଗୁରୁତର ଅବସ୍ଥାରେ ପଡି ରହିଥିବା ବେଳେ ଆହତ ଯୁବକ‌ଙ୍କୁ ଦେଖିବା ପାଇଁ ଅନେକ ଲୋକ ଥିଲେ, ହେଲେ କାହାର ମନରେ ଦୟା ନ ଥିଲା । ତେବେ ଟିଟିଲାଗଡ଼ରୁ ଫେରୁଥିବା ୧୦୮
Read More...

ଗତ ୨୪ ଘଂଟାରେ ଓଡ଼ିଶାରେ ୧୪୭୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟାରେ ଓଡ଼ିଶାରେ ୧୪୭୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୮୫୩ ଜଣ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି ୬୧୭
Read More...