ଗତ ୨୪ ଘଂଟାରେ ଓଡ଼ିଶାରେ ୩୧୪୪ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ଗତ ୨୪ ଘଂଟାରେ ଓଡ଼ିଶାରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୧୮୨୫ ଜଣ କ୍ୱାରେନ୍ଟାଇନ୍ରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି ୧୩୧୯!-->…
Read More...
Read More...