ମଲିକୁଦ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ବରଗାଁ ସରପଞ୍ଚ
ବୌଦ୍ଧ, (ବଂଶୀଧର ମାଝୀ) : କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତର ମଲିକୁଦ ଗ୍ରାମରେ ଗୋଟିଏ ପରିବାରର ୪ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ବରଗାଁ ସରପଞ୍ଚ ବେଲମତୀ ସେଠୀ ମଲିକୁଦ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି । ଗୋଷ୍ଠୀ ସଂକ୍ରମଣରୁ ଜନସାଧାରଣଙ୍କୁ ସୁରକ୍ଷା ଓ ସଚେତନତା!-->…
Read More...
Read More...