ବଲାଙ୍ଗିର ଜିଲ୍ଲାରେ ଆଜି ୯୯ ଆକ୍ରାନ୍ତ : ବଲାଙ୍ଗିର ମ୍ୟୁନିସିପାଲିଟି ଅଂଚଳରୁ ୩୮
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୪୮୮ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ରରୁ ୩୬୯୦ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଏକ୍ଟିଭ୍ ରହିଛନ୍ତି ୭୭୪ ଜଣ । ୨୪ ଜଣ କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ରିପୋର୍ଟରେ ଦର୍ଶାଯାଇଛି ।!-->…
Read More...
Read More...