ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀ ମୃତ୍ୟୁ : ହତ୍ୟା ସନ୍ଦେହ, ବନ ବିଭାଗ ପହଞ୍ଚି ନାହିଁ
ବଲାଙ୍ଗିର/ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସିନ୍ଖମନ ନିକଟସ୍ଥ ରତାଖଣ୍ଡି ଗାଁ ପାଖରେ ହାତୀର ମୃତ ଦେହ ଠାବ ହୋଇଥିବା ବେଳେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ତେବେ ସଂସ୍ପର୍ଶରେ ଆସି ହାତୀ ମୃତ୍ୟୁ ହୋଇଥିବା ଆଲୋଚନା ହେଉଛି । ବିଦ୍ୟୁତ ତାର ଲଗାଇ ହାତୀକୁ ହତ୍ୟା!-->…
Read More...
Read More...