କୁମ୍ଭକର୍ଣ୍ଣ ନିଦରେ ବିଜେପୁର ବ୍ଲକ ପ୍ରଶାସନ : ବର୍ଦ୍ଧିତ ଭତ୍ତା ପାଇବାରୁ ବଞ୍ଚିତ ଅନେକ ହିତାଧିକାରୀ
ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାର ବୃଦ୍ଧବୃଦ୍ଧାଙ୍କ ପାଇଁ ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରୁଛନ୍ତି ତଥା ବରିଷ୍ଠ ନାଗରିକଙ୍କ ପାଇଁ ମଧ୍ୟ ସହାୟତା ରାଶି ବୃଦ୍ଧି କରିଛନ୍ତି । କିନ୍ତୁ କେତେକ ବ୍ଲକସ୍ତରୀୟ ଅଧିକାରୀଙ୍କ ଅବହେଳା ଯୋଗୁଁ ସରକାରଙ୍କ ମହତ୍ୱକାଂକ୍ଷୀ ଯୋଜନାଗୁଡିକ ଫେଲ!-->…
Read More...
Read More...