ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ଏମ୍ସ୍ରେ ପରଲୋକ
ନୂଆଦିଲ୍ଲୀ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କ ଦିଲ୍ଲୀ ଏମ୍ସରେ ଆଜି ପରଲୋକ ହୋଇଯାଇଛି । ଅସୁସ୍ଥତା ଯୋଗୁଁ ତାଙ୍କୁ ଦିଲ୍ଲୀ ଏମ୍ସ୍ରେ ଭର୍ତ୍ତି କରାଯାଇଥିଲା । ତେବେ ସେ ଆଇସିୟୁରେ ରହିଥିଲେ । ଦୁଇ ଦିନ ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଥିଲା ।!-->…
Read More...
Read More...