ଶିଖରମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା : ଗତ ୨୪ ଘଂଟାରେ ଓଡ଼ିଶାରେ ୩୯୯୧ ପଜିଟିଭ୍
ଭୁବନେଶ୍ୱର, (କେପିଏନ୍ଏସ୍) : ଏବେ ଶିଖରମୁହାଁ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ଓଡ଼ିଶାରେ ୩୯୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁ ୨୩୧୫ ଜଣ କ୍ୱାରେନ୍ଟାଇନ୍ରୁ ହୋଇଥିବା ବେଳେ!-->…
Read More...
Read More...