ବଲାଙ୍ଗିର ଜିଲ୍ଲାର ନୂତନ ଜିଲ୍ଲାପାଳ ଯୁବ ଆଇଏଏସ୍ ଚଂଚଳ ରାଣା
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ନୂତନ ଜିଲ୍ଲାପାଳ ଭାବେ ଯୋଗ ଦେବେ ମୟୁରଭଂଜ ଜିଲ୍ଲାର ପ୍ରକଳ୍ପ ନିର୍ଦ୍ଦେଶକ ଥିବା ଯୁବ ଆଇଏଏସ୍ ଚଂଚଳ ରାଣା । ବଲାଙ୍ଗିର ଜିଲ୍ଲାପାଳ ଅରିନ୍ଦମ ଡାକୁଆ, ଆଇଏଏସ୍ ଙ୍କୁ ପଞ୍ଚାୟତିରାଜ ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି!-->…
Read More...
Read More...