ଓଡ଼ିଶାରେ ୧୬୯୯ ସଂକ୍ରମିତ ଚିହ୍ନଟ : ପୁଣି ୧୦ ମୁଣ୍ଡ ଗଲା କରୋନାରେ
ଭୁବନେଶ୍ୱର, (କେପିଏନ୍ଏସ୍) : ଓଡ଼ିଶାରେ ଆଜି ୧୬୯୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୦୭୩ ଜଣ ସଂଗରୋଧ କେନ୍ଦ୍ରରୁ ଏବଂ ୬୨୬ ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ତେବେ ଖୋର୍ଦ୍ଧାରୁ ୨୨୦, ସୁନ୍ଦରଗଡ଼ରୁ ୧୭୮, ସମ୍ବଲପୁରରୁ!-->…
Read More...
Read More...