Yearly Archives

2020

ମନ୍ଦିର ପାଇଁ ସ୍ୱତନ୍ତ୍ର ଅଧ୍ୟାଦେଶ ପ୍ରସଙ୍ଗ : ମନ୍ଦିର ଉନ୍ନତିକରଣ କ୍ଷେତ୍ରରେ ମଧ୍ୟ ପଶ୍ଚିମ ଓଡିଶାକୁ ଅଣଦେଖା

ହରିଶଙ୍କର ଓ ନୃସିଂହନାଥର ବିକାଶ ପାଇଁ ପ୍ରଣୟନ ହେଉ ସ୍ୱତନ୍ତ୍ର ଆଇନ - ନରସିଂହବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଜ୍ୟରେ ମନ୍ଦିର ତଥା ଧାର୍ମିକ ପୀଠମାଙ୍କର ଉନ୍ନତିକରଣ ପାଇଁ ରାଜ୍ୟ ସରକାର ଅଧ୍ୟାଦେଶ ମାଧ୍ୟମରେ ସ୍ୱତନ୍ତ୍ର ଆଇନ ପ୍ରଣୟନ କରି ସେ ସବୁର ବିକାଶ, ରୀତି ନୀତି ଓ ଅନୁଦାନର
Read More...

ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ବଲାଙ୍ଗିର ବ୍ଲକ୍‌ ବରକାନୀ ଗ୍ରା.ପ.ରୁ ଜଣେ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୨୦ରୁ ଜଣେ, ବେଲପଡ଼ା ବ୍ଲକ୍‌ ନୁନହାଡ଼ ଓ ବେଲପଡ଼ା ଗ୍ରା.ପ.ରୁ
Read More...

ବଲାଙ୍ଗିରରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜଜ୍‌ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ୟାମ ସୁନ୍ଦର ଦାଶ, ଫେମିଲି କୋର୍ଟ ଜଜ୍‌ ପ୍ରଶାନ୍ତ ନାୟକ, ଭିଜିଲାନ୍ସ ଜଜ୍‌ ଅଜନ୍ତା ଷଡ଼ଙ୍ଗୀ, ଅତିରିକ୍ତ ଜିଲ୍ଲା ଜଜ୍‌ (ପ୍ରଥମ) ଦେବାଶିଷ
Read More...

ବଲାଙ୍ଗିର ଆମ୍ ଆଦମୀ ପାର୍ଟି ତରଫରୁ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ଆମ୍ ଆଦମୀ ପାର୍ଟି ତରଫରୁ ବଲାଙ୍ଗିର ଯାଦବ ଭବନ ଠାରେ ଜିଲ୍ଲା ଆବାହକ ତଥା ଆପ୍‌ ଓଡିଶା ପ୍ରବକ୍ତା ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲାର ପାଞ୍ଚଟି
Read More...

ତେଲେଙ୍ଗାନାରେ ବନ୍ଧକ ପଢିଛନ୍ତି ମହିଳା, ଶିଶୁଙ୍କ ସମେତ ୧୫ ଜଣ ଦଳିତ ଶ୍ରମିକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅନ୍ତର୍ଗତ ଜଗଦଳପୁର ଥାନା ଅଧୀନସ୍ଥ ଲହଙ୍ଗେର ଗ୍ରାମର ମହିଳା,ଛୋଟ ଛୁଆଙ୍କ ସମେତ ୧୫ ଜଣ ଦଳିତ ଶ୍ରମିକ ଦେଢ ବର୍ଷ ହେଲା ବନ୍ଧକ ପଢିଛନ୍ତି ତେଲେଙ୍ଗାନା ରାଜ୍ୟର ଇଟା ଭାଟିରେ । କରୋନା ମହାମାରୀ ବେଳେ ଓଡିଶା କୁ ଫେରିବା ପାଇଁ ଚାହୁଁଥିଲେ
Read More...

‘ମାହେଶ୍ୱରୀ’ର ବାର୍ଷିକ ଅଧିବେଶନ ଅନୁଷ୍ଠିତ

ବଲା‌ଙ୍ଗିର, (ଦେବାଶିଷ ମିଶ୍ର) : 'ମାହେଶ୍ୱରୀ'ର ବାର୍ଷିକ ଅଧିବେଶନ ବିଭିନ୍ନ ଶାଖାକୁ ନେଇ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଗତ ଦିନର କାର୍ଯ୍ୟ ଓ ଆଗାମୀ ଦିନର କାର୍ଯ୍ୟ ପାଇଁ ଆଲୋଚନା ହୋଇଛି । ଏଥିରେ ମାହେଶ୍ୱରୀ ଉପଦେଷ୍ଟା ଦିନେଶ ଶର୍ମା, ବ୍ୟାସଦେବ ନନ୍ଦ, ଲଲିତ ସାହୁ, ଲୋଟସ ଷଡ଼ଙ୍ଗୀ,
Read More...

ଆଜି ରାଜ୍ୟରେ କରୋନାରେ ୩ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ରାଜ୍ୟରେ କରୋନା ସଂକ୍ରମଣରେ ୩ ଜଣଙ୍କ ପ୍ରାଣହାନୀ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ, ନୂଆପଡ଼ା ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।
Read More...

ଆଜି ରାଜ୍ୟରେ ୩୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୩୫୬ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୭ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ
Read More...

ହାତୀ ଆକ୍ରମଣ : ବୃଦ୍ଧଙ୍କ ପ୍ରାଣହାନୀ

ଢେଙ୍କାନାଳ : ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ପ୍ରାଣହାନୀ ଘଟିଥିବା ଜଣାପଡ଼ିଛି । ଢେଙ୍କାନାଳ ଜିଲା ପଶ୍ଚିମାଞ୍ଚଳ ରେଞ୍ଜ ଅଁଳାବେରେଣୀ ବିଟ୍‌ ଖଟୁଆ ନିକଟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି । ବୃଦ୍ଧ ଜଣକ ସକାଳେ ବିଲକୁ ଯାଉଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ । ହାତୀ ତାଙ୍କୁ
Read More...

କୋଲକାତାର ସ୍ୱାମୀ ବିବେକାନନ୍ଦଙ୍କ ପୈତୃକ ଘରେ ପହଞ୍ଚିଲେ ଅମିତ ଶାହା : ରାମକୃଷ୍ଣ ମିଶନରେ ମଧ୍ୟ ପ୍ରାର୍ଥନା କଲେ

କୋଲକାତା : ପଶ୍ଚିମବଙ୍ଗର ଦୁଇ ଦିନିଆ ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କୋଲକାତାରେ ପହଞ୍ଚିଛନ୍ତି । ବଙ୍ଗଳାରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଅମିତ ଶାହାଙ୍କ ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । ଏହି ଭ୍ରମଣରେ ଅମିତ ଶାହା ଜନସାଧାରଣଙ୍କ ସହ ଯୋଗାଯୋଗ
Read More...