Yearly Archives

2020

ପ୍ରଣବ ମୁଖାର୍ଜୀଙ୍କ ପରଲୋକ : ନରସିଂହଙ୍କ ଶୋକବ୍ୟକ୍ତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଶର ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ନିଧନରେ ବଲାଙ୍ଗିର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗଭୀର ଶୋକବ୍ୟକ୍ତ କରିଛନ୍ତି । ନିଜ ଶୋକବାର୍ତ୍ତାରେ କହିଛନ୍ତି ଯେ, ପ୍ରଣବ ଦା’ଙ୍କ ନିଧନ ଯୋଗୁଁ ଦେଶ ଏକ ବଡ
Read More...

ଅବସର ନେଲେ ସଚ୍ଚିଦାନନ୍ଦ ହନୁମାନ (ଓ.ପ୍ର.ସେ.)

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସଚ୍ଚିଦାନନ୍ଦ ହନୁମାନ, ଓ.ପ୍ର.ସେ. ଚାକିରୀରୁ ଅବସରରେ ନେଇଥିବା ବେଳେ କଲେକ୍‌ଟୋରିଏଟ୍‌, ବଲାଙ୍ଗିରରେ ଏକ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ଜିଲ୍ଲାପାଳ ଅରବିନ୍ଦ ଡାକୁଆ ତାଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରି ତାଙ୍କ ପରବର୍ତ୍ତୀ
Read More...

ଅବସର ନେଲେ ରାଜ୍ୟ ପୁରସ୍କାରପ୍ରାପ୍ତ ଫରେଷ୍ଟ ରେଞ୍ଜର ବାସୁଦେବ ନାଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପାଟଣାଗଡ ବ୍ଲକ ଫରେଷ୍ଟ ରେଞ୍ଜର ବାସୁଦେବ ନାଥ ନିଜର ଦୀର୍ଘ ଦିନର କର୍ମମୟ ଜୀବନରୁ ଅବସର ନେଇଛନ୍ତି । ବଲାଙ୍ଗିର କଦଳୀମୁଣ୍ଡା କେନ୍ଦ୍ରୀୟ ନର୍ସରୀ ଠାରେ ଓଡିଶା ବନସେବା-୧ ସମୀର କୁମାର ଶତପଥୀଙ୍କ ସଭାପତିତ୍ୱରେ ଓ ଶାନ୍ତନୁ କୁମାର ପଣ୍ଡାଙ୍କ ସଂଯୋଜନାରେ
Read More...

ବଲାଙ୍ଗିର ପୌରପରିଷଦ ପକ୍ଷରୁ ନିଖିଲ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଖିଲ ଭାରତ ସ୍ୱାୟତ୍ତ ଶାସନ ଦିବସ ବଲାଙ୍ଗିର ପୌର ପରିଷଦ ପକ୍ଷରୁ ପାଳନ ହୋଇଯାଇଛି । ସରକାରଙ୍କ କୋଭିଡ-୧୯ର ନିୟମକୁ ଅନୁସରଣ କରି ବଲାଙ୍ଗିର ପୌରପରିଷଦ ସ୍ୱାୟତ୍ତ ଶାସନ ଦିବସକୁ ନିରାଡମ୍ଭର ଭାବେ ପାଳନ କରାଯାଇଛି । ଏହି ଦିବସରେ ବଲାଙ୍ଗିର ଜିଲ୍ଲାପାଳ ତଥା
Read More...

ଅବସର ନେଲେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ପୀତାମ୍ବର ନାଏକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ପଥର୍ଲା ପଞ୍ଚାୟତର ତାଲପାଲି ସରକାରୀ ଉଚ୍ଚ ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ପୀତାମ୍ବର ନାଏକ ନିଜର ଦୀର୍ଘ ଦିନର କର୍ମମୟ ଜୀବନରୁ ଅବସର ନେଇଛନ୍ତି । ମହୀମୁଣ୍ଡା ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଯୁଗଳ କିଶୋର
Read More...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଆଉ ନାହାନ୍ତି

ନୂଆଦିଲ୍ଲୀ, (କେପିଏନ୍‌ଏସ୍‌) : ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ୮୪ ବର୍ଷ ବୟସରେ ପରଲୋକ ହୋଇଯାଇଛି । ୧୯୩୫ ମସିହା ଡିସେମ୍ବର ୧୧ ତାରିଖ ଦିନ ଜନ୍ମ ଗ୍ରହଣ କରିଥିବା କଂଗ୍ରେସର ଜଣେ ବରିଷ୍ଠ ନେତା ଭାବରେ ବେଶ୍‌ ସୁନାମ ଅର୍ଜନ କରିଥିଲେ । ଶାନ୍ତ, କାନ୍ତ, କୋମଳ, କମନୀୟ
Read More...

ରାଉରକେଲାରେ ସେରୋଲଜିକାଲ ସର୍ଭେ ଆରମ୍ଭ

ରାଉରକେଲା, (କେପିଏନ୍‌ଏସ୍‌) : କରୋନା ସଂକ୍ରମଣ କୁ ପ୍ରତିହତ କରିବା ଲାଗି ରାଜ୍ୟ ସରକାର ଅନେକ ପ୍ରଭାବୀ ପଦକ୍ଷେପ ନେଉଛନ୍ତି। ରାଉରକେଲାରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ରାଉରକେଲା ମହାନଗର ନିଗମ ସହଯୋଗରେ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର, ଭୁବନେଶ୍ୱର ଏହି ସର୍ଭେ
Read More...

ବଲାଙ୍ଗିର ଜିଲ୍ଲାରେ ଆଜି ପୁଣି ୪୨ ଆକ୍ରାନ୍ତ : ବଲାଙ୍ଗିର ପୌରାଂଚଳରୁ ୩୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୁଣି ବଲାଙ୍ଗିର ଜିଲ୍ଲାରେ ୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୩୫ ଜଣ ପଜିଟିଭ୍‌ ବାହାରିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳର ରୁଗୁଡ଼ିପଡ଼ାରୁ ୩, ତୁଲସୀନଗରରୁ ୨, ରିଜର୍ଭ ପୋଲିସ କଲୋନୀରୁ ୧,
Read More...

ଶ୍ରମିକମାନଙ୍କୁ ସ୍ଥାନୀୟ ନିଯୁକ୍ତି ଯୋଗାଇଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର

ସଇଁନ୍ତଲା, (ଅଜିତ କୁମାର ସାହୁ) : ଦାଦନ ପ୍ରବଣ ଅଞ୍ଚଳ ବଲାଙ୍ଗିର ଜିଲ୍ଲା। ଏହି ଜିଲ୍ଲାରେ ପ୍ରତେକ ବର୍ଷ ଦାନା ପାଇଁ ଦାଦନ ଖଟିବାକୁ ହଜାର ହଜାର ଲୋକେ ଅନ୍ୟ ରାଜ୍ୟକୁ ନିଜ ପରିବାର ଗୁଜୁରାଣ ମେଣ୍ଟାଇବାକୁ ଦାଦନ ଖଟି ଯାଇଥାନ୍ତି। ଚଳିତ ବର୍ଷ କରୋନା ମହାମାରୀ ଯୋଗୁଁ ସେମାନେ ନିଜ ନିଜ
Read More...

ସ୍ୱେଚ୍ଛାସେବୀ ସଙ୍ଗଠନ ବଦାନ୍ୟ ବନ୍ଧୁ ତରଫରୁ କରୋନା ଯୋଦ୍ଧା ସାମ୍ବାଦିକଙ୍କୁ ସମ୍ବର୍ଦ୍ଧନା

ବରଗଡ଼, (ଗୋପୀନାଥ ସାହୁ) : ବରଗଡ଼ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ତରଫରୁ ଆଗ ଧାଡିର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଉଛି। ଏହି କ୍ରମରେ ଆଜି ବରଗଡ଼ର ସାମ୍ବାଦିକ ରମଣୀ ରଂଜନ ବେହେରାଙ୍କୁ ସଂଗଠନ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା। ନିକଟ ଅତୀତରେ ଶ୍ରୀ ବେହେରା
Read More...