ବିଶିଷ୍ଟ ବ୍ୟବସାୟୀ ତଥା ସମାଜସେବୀ ହରିହର ସାହୁଙ୍କ ପରଲୋକ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରର ବିଶିଷ୍ଟ ବ୍ୟବସାୟୀ ତଥା ସମାଜସେବୀ ହରିହର ସାହୁଙ୍କ ୯୨ ବର୍ଷ ବୟସରେ ତାଙ୍କ ଟିକ୍ରାପଡା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ଅବିଭକ୍ତ କଟକ ଜିଲ୍ଲାର ବଡମ୍ବା ନରସିଂହପୁରର ସିଆରିଆ ଅଂଚଳରେ ସ୍ୱର୍ଗତ ସାହୁ ଜନ୍ମ ଗ୍ରହଣ କରିଥିବା ବେଳେ!-->…
Read More...
Read More...