ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବା ସମୟରେ ଛିଣ୍ଡିଯାଇ ତଲେ ଖସିପଡିଲା ତ୍ରିରଙ୍ଗା
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲା ନୀଳଗିରି ଷ୍ଟାଡିୟମ ପରିସରରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ନୀଳଗିରି ଉପଜିଲ୍ଲାପାଳ ହରିଶ ଚନ୍ଦ୍ର ଜେନା ଯୋଗ ଦେଇଥିଲେ । ନୀଳଗିରି ଏସଡିପିଓ ରିତେଶ ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ । ତେବେ ମୁଖ୍ୟ ଅତିଥି ଜାତୀୟ ପତାକା!-->…
Read More...
Read More...