୭ଜଣ ଡକାୟତଙ୍କୁ ଗିରଫ କଲା ପୋଲିସ
ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ କରିଛି । ସେମାନଙ୍କଠାରୁ କଟୁରି, ଛୁରି, ଭୁଜାଲି, ୯ ଏମ୍ଏମ୍ ପିସ୍ତଲ ଜବତ କରାଯାଇଛି । ଗିରଫ ଲୁଟେରା ହେଲେ…
Read More...
Read More...