କୁଡ଼ାସିଂହା ବୁଢ଼ାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଓ ପୂର୍ବ ସଭ୍ୟଙ୍କ ପରଲୋକରେ ଶୋକସଭା
ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ସ୍ଥିତ ବୁଢ଼ାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସରକାରୀ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ଦିନ ଖୋଲିବା ପରେ କାରୋନା କଟକଣା ସହିତ ଶିକ୍ଷାରମ୍ଭ କରାଯାଇଥିଲା । ଏହାପରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ!-->…
Read More...
Read More...