ଆଇଏନ୍ଏସ୍ ଚିଲିକାରୁ ୪୫୫ଜଣ ଭାରତୀୟ ନୌସେନା ଓ ତଟ ରକ୍ଷକ ପ୍ରଶିକ୍ଷାର୍ଥୀଙ୍କ ସ୍ନାତକ ହାସଲ
ପାରାଦ୍ୱୀପ, (ଶୁଭ୍ରାଂଶୁ ଶେଖର ପୃଷ୍ଟି) : ଭାରତୀୟ ନୌସେନା ଓ ତଟ୍ଟରକ୍ଷକ ୦୧/୨୦୨୦ ବ୍ୟାଚ୍ର ୪୫୫ଜଣ ପ୍ରଶିକ୍ଷାର୍ଥୀ ମାନେ ୨୦୨୧ ଜାନୁଆରୀ ୫ ତାରିଖରେ ଅନୁଷ୍ଠିତ ଏକ ଆକର୍ଷଣୀୟ ପାସିଙ୍ଗ ଆଉଟ୍ ପେରେଡ୍ରେ ଆଇଏନ୍ଏସ୍ ଚିଲିକାରୁ ସ୍ନାତକ ହାସଲ କରିଥିଲେ । ଏହା ପ୍ରାରମ୍ଭିକ ପ୍ରଶିକ୍ଷକ!-->…
Read More...
Read More...