ଆଜିି ଓଡ଼ିଶାରୁ ୧୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କେପିଏନ୍ଏସ୍) : ଓଡ଼ିଶାରୁ ଆଜି ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୬ କ୍ୱାରେନ୍ଟାଇନ୍ରୁ ହୋଇଥିବା ବେଳେ ୭୭ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ!-->…
Read More...
Read More...