ଜିଲ୍ଲା ସ୍ତରୀୟ ୧୧ତମ ଜାତୀୟ ମତଦାତା ଦିବସ-୨୦୨୧ ପାଳିତ
ଜଗତସିଂହପୁର, (ଶୁଭ୍ରାଂଶୁ ଶେଖର ପୃଷ୍ଟି) : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ୧୧ତମ ଜାତୀୟ ମତଦାତା ଦିବସ-୨୦୨୧ ପାଳିତ ହୋଇଯାଇଅଛି । ଏହି ଦିବସରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର କହିଲେ କ୍ଷେତ୍ର ସ୍ତରରେ କାମ କରୁଥିବା!-->…
Read More...
Read More...