ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀ
ବରଗଡ, (ନିରୋଜ କୁମାର ପାଣୀ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀ ଉମେଶ କୁମାର ସେଠଙ୍କ ଘରେ ଭିଜିଲାନ୍ସ!-->…
Read More...
Read More...