ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତ ବୈଠକ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ଼ ଗାଇଡ଼ ଲାଇନ ଅନୁସାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ସ୍ଥିର କରାଯାଇଥିଲା ।!-->…
Read More...
Read More...