ଘୋଡାର ଗ୍ରାମ ଏବଂ ଅମ୍ୱୁର୍ଲା ଗାଁରେ ଉଠା ଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କଲେ ମନ୍ତ୍ରୀ
ଟିଟିଲାଗଡ଼, (ଗୌରବ ଦର୍ଜୀ) : ଗତକାଲି ଶନିବାର ଟିଟିଲାଗଡ଼ ବିଧାୟିକା ତଥା ମନ୍ତ୍ରୀ ଟୁକୁନି ସାହୁ ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଘୋଡାର ଗାଁ ଏବଂ ଅମ୍ୱୁର୍ଲା ଗାଁରେ ଉଠା ଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି!-->…
Read More...
Read More...