Daily Archives

ରାଜ୍ୟରେ ଆଜି ୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୬୦ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ
Read More...

୪ ଟନ୍ ଅଦରକାରୀ ଲୁହାରେ ୩୦ ଫୁଟର ଭାରତ ମାନଚିତ୍ର ତିଆରି କଲେ ଆଇଟିଆଇ ବିଦ୍ୟାର୍ଥୀ

ବ୍ରହ୍ମପୁର : ପୁଣିଥରେ ବ୍ରହ୍ମପୁର ସରକାରୀ ଆଇଟିଆଇର ବିଦ୍ୟାର୍ଥୀମାନେ କମାଲ୍ କରି ଅଦରକାରୀ ସାମଗ୍ରୀରେ ଏକ ବିଶାଳ ମାନଚିତ୍ର ପ୍ରସ୍ତୁତ କରି ସମସ୍ତଙ୍କୁ ଚକିତ କରିଛନ୍ତି । କ୍ୟାମ୍ପସ୍ ପରିସରରେ ଥିବା ଏସିଆର ସର୍ବବୃତ୍ ସ୍କ୍ରିପ୍ ପାର୍କରେ ଅଦରକାରୀ ୪ ଟନ୍ ଲୁହାରେ ୩୦ ଫୁଟ ଉଚ୍ଚତାର ଏକ
Read More...

ପୁରୀର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା

ପୁରୀ : ପୁରୀ ଜିଲ୍ଲାର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା ମିଳିଛି । ନିକଟରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ମାନ୍ୟତା ପାଇଁ ଆବେଦନ କରାଯାଇଥିଲା । ତନ୍ମଧ୍ୟରେ ଦୋଳବେଦୀ କୋଣ, ସ୍ୱର୍ଗ ଦ୍ୱାର, ଚନ୍ଦନ ହଜୁରୀ, କମଳା ଦେବୀ ମାତୃ ମଙ୍ଗଳ ସ୍ୱାସ୍ଥ୍ୟ କେନ୍ଦ୍ର, ନିମାପଡା ଓ ଚାରୀ
Read More...

ଗଜପତିରୁ ବିପୁଳ ପରିମାଣର ଗଞ୍ଜେଇ ଜବତ : ଜଣେ ଗିରଫ

ଗଜପତି : ଗଜପତିରୁ ପୁଣି ବିପୁଳ ପରିମାଣର ଗଞ୍ଜେଇ ଜବତ । କମଳାପୁର ନାକା ପଇଣ୍ଟରେ ପାଟ୍ରୋଲିଂବେଳେ ୧୪୯ କେଜି ୭୦୦ ଗ୍ରାମ ଗଞ୍ଜେଇ ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୮ ଲକ୍ଷ ଟଙ୍କା ହେବ । ଘଟଣାରେ ଜଣଙ୍କୁ ଗିରଫ କରିଛି ମୋହନା ପୋଲିସ । ଗିରଫ ଅଭିଯୁକ୍ତ ବିହାରର ବୈଶାଳୀ
Read More...

ଲାଠି ବଦଳରେ ପୁଲିସକୁ ମିଳିଲା ଷ୍ଟିଲ ବାଡ଼ି

ଦିଲ୍ଲୀ : ପୁଲିସକୁ ବାଉଁଶ ଲାଠି ବଦଳରେ ମିଳିଛି ଷ୍ଟିଲ ବାଡ଼ି । କାରଣ ଦିଲ୍ଲୀରେ କୃଷକ ଆନ୍ଦୋଳନ ସମୟରେ ହୋଇଥିବା ହିଂସାକାଣ୍ଡରେ ଅନେକ ପୁଲିସ କର୍ମଚାରୀ ଆହତ ହୋଇଥିଲେ । ବିକ୍ଷୋଭକାରୀ ପୁଲିସଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ । ଆଉ ଏସବୁକୁ ନଜରରେ ରଖି ଏବେ ଦିଲ୍ଲୀ ପୁଲିସଙ୍କୁ ଷ୍ଟିଲ
Read More...

ଆଇପିଏସ୍ ସତ୍ୟଜିତ ମହାନ୍ତି ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହେଲେ

ଭୁବନେଶ୍ୱର : ବରିଷ୍ଠ ଆଇପିଏସ ଅଧିକାରୀ ଡ.ସତ୍ୟଜିତ ମହାନ୍ତିଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି । ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ମୁତାବକ ବର୍ତ୍ତମାନ ଅଗ୍ନିଶମ ଓ ହୋମଗାର୍ଡ ବିଭାଗର ଡିଜି ଥିବା ସତ୍ୟଜିତ ମହାନ୍ତିଙ୍କ ଏହି ନୂତନ ନିଯୁକ୍ତିକୁ
Read More...

ଆସନ୍ତା ୬ ରୁ +୨ ଫର୍ମ ଫିଲପ୍‌ ଆରମ୍ଭ

ଭୁବନେଶ୍ୱର : ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଲାଗି ଆସନ୍ତା ୬ ତାରିଖରୁ ଫର୍ମ ଫିଲପ୍‌ ଆରମ୍ଭ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରେଗୁଲାର ଓ ପତ୍ର ବିନିମୟ ପାଠ୍ୟକ୍ରମ ଲାଗି ଛାତ୍ରଛାତ୍ରୀମାନେ ଫେବୃଆରୀ ୧୨ରୁ ଫେବୃଆରୀ ୨୪ ପର୍ଯ୍ୟନ୍ତ ଅନଲାଇନ
Read More...

ଭାରତୀୟ ବଂଶୋଭବ ଭବ୍ୟାଲାଲ ହେଲେ ନାସାର କାର୍ୟ୍ୟନିର୍ବାହୀ ମୁଖ୍ୟ

ନୂଆଦିଲ୍ଲୀ: ଆମେରିକା ସ୍ପେସ୍ ଏଜେନ୍ସିର କାର୍ୟ୍ୟନିର୍ବାହୀ ମୁଖ୍ୟ ଭାବରେ ନିଯୁକ୍ତ ହୋଇଛନ୍ତି ଭାରତୀୟ ବଂଶୋଭବ ଭବ୍ୟାଲାଲ୍ । ଭବ୍ୟାଲାଲଙ୍କୁ ନାସାର କାମଚଳା ମୁଖ୍ୟ ଭାବେ ନିଯୁକ୍ତ କରିଛି ହ୍ବାଇଟ୍ ହାଉସ୍ । ଇଞ୍ଜିନିୟରିଂ ଏବଂ ସ୍ପେସ୍ ଟେକ୍ନୋଲୋଜିରେ ବ୍ୟାପକ ଅଭିଜ୍ଞତା ରଖିଛନ୍ତି
Read More...

ବରଗଡ଼ ଜିଲ୍ଲାରେ ଧାନ ସଂଗ୍ରହରେ ଅଚଳାବସ୍ଥା, ଅଧ୍ୟକ୍ଷାଙ୍କ ଧାରଣା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ରେ ଧାନ ସଂଗ୍ରହ ଗତ ତିନି ମାସ ମାସ ଧରି ହୋଇଥିଲେ ମଧ୍ୟ ଏବେବି ଅଚଳାବସ୍ଥା ଜାରି ରହିଛି । ଫଳରେ ଅନେକ ବଜାର ପ୍ରାଙ୍ଗଣରେ ହଜାର ହଜାର ବସ୍ତା ଧାନ ବିକ୍ରୀ ନ ହୋଇ ପଡ଼ି ରହିଛି । ତେବେ ଏଥିପ୍ରତି ଜିଲ୍ଲା ପ୍ରଶାସନ କି ଯୋଗାଣ ବିଭାଗ
Read More...

ଆଜିର ପାଖାପାଖି ପନିପରିବା ଦର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆଜିର ପନିପରିବା ଦର କିଲୋ ପିଛା ପାଖାପାଖି ଯାହା ରହିଛି, ସେ ସଂପର୍କରେ ଜାଣିବା ଆସନ୍ତୁ । ଆଳୁ - ୧୫ ଟଙ୍କା, ପିଆଜ - ୪୦ ଟଙ୍କା, ରାଂଚି କଂଚା ମଟର - ୪୦ ଟଙ୍କା, ରାୟପୁର କଂଚା ମଟର - ୩୦ ଟଙ୍କା, ଟମାଟର୍‌ - ୧୦ ଟଙ୍କା, ଭେଣ୍ଡି - ୫୦
Read More...