Daily Archives

ଜାତୀୟ ରାଜପଥ ନିର୍ମାଣରେ ପଶ୍ଚିମ ଓଡିଶାକୁ ଅବହେଳା : ନରସିଂହ

ପଶ୍ଚିମ ଓଡିଶା ଓ ଉପକୂଳ ଓଡିଶା ବିକାଶରେ ସମାନତା ଦାବୀ କଲେ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗତ କାଲି ରାଜ୍ୟରେ ଥିବା ଜାତୀୟ ରାଜପଥ ନିର୍ମାଣ ଓ ଉନ୍ନତିକରଣ ପାଇଁ କେନ୍ଦ୍ର ସଡକ ଓ ପରିବହନ ମନ୍ତ୍ରୀ ନିତିନ ଗଡକରିଙ୍କ ସହ ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ
Read More...

ବଲାଙ୍ଗିର ଜିଲ୍ଲାରେ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହରିଶଙ୍କରର ସୈାଦର୍ଯ୍ୟକରଣ ଏବଂ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହରିଶଙ୍କରର ସୈାଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ ଖୁବ୍‌ ଶିଘ୍ର ଆରମ୍ଭ କରାଯିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚ ସ୍ତରୀୟ କମିଟି ଆଜି ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ହରିଶଙ୍କର
Read More...

କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ : ପୁରୁଣା ଗାଡି ଉପରେ ଲାଗୁ ହେବ ଗ୍ରୀନ୍ ଟ୍ୟାକ୍ସ

ଭୁବନେ‌ଶ୍ୱର : ଓଡିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟରେ ପ୍ରଦୂଷଣ ହ୍ରାସ କରିବା ଲାଗି ପୁରୁଣା ଗାଡି ଉପରେ ଗ୍ରୀନ ଟ୍ୟାକ୍ସ ଲାଗୁ ପାଇଁ କେନ୍ଦ୍ର ସରକାର ଚିଠି ଲେଖିଛନ୍ତି । କେତେ ବର୍ଷର ପୁରୁଣା ଗାଡି ଉପରେ କେତେ ଟଙ୍କାର ଟ୍ୟାକ୍ସ ଲାଗୁ ହେବ ତାହା ମଧ୍ୟ ଏଥିରେ ସ୍ପଷ୍ଟ କରାଯାଇଛି ।
Read More...

ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତ ସଂଖ୍ୟା ୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଏନ୍‌ଏସି ୱାର୍ଡ ନଂ. ୧୫ରୁ ଓ ପାଟଣାଗଡ ଏନ୍‌ଏସି ୱାର୍ଡ ନଂ.୧୦ରୁ ଜଣେ ଲେଖାଁଏ ସଂକ୍ରମିତ ହୋଇଛନ୍ତି ।
Read More...

ଆଇଟିଆଇ ଛାତ୍ରଛାତ୍ରୀଙ୍କ ୯ ମାସର ହଷ୍ଟେଲ ଫି ଛାଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପାଠ ପଢୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ନଅ ମାସର ହଷ୍ଟେଲ ଫିସ୍ ଛାଡ କରାଯାଇଛି । ତେବେ ଆଜି ଏହି ନିର୍ଦ୍ଦେଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି । ଏହାଦ୍ୱାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ପ୍ରାୟ ୩୦ ହଜାର ଛାତ୍ରଛାତ୍ରୀ
Read More...

ଆସନ୍ତା ୬ ତାରିଖରୁ ଆରମ୍ଭ ହେବ କଳିଙ୍ଗ ଧଉଳି ମହୋତ୍ସବ

ଭୁବନେଶ୍ୱର : ଧଉଳି ଶାନ୍ତିସ୍ତୁପ ପାଦ ଦେଶରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ କଳିଙ୍ଗ ଧଉଳି ମହୋତ୍ସବ । ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବର କାର୍ଯ୍ୟକ୍ରମ ଆରମ୍ଭ ହେବ ଓଡିଶୀ ଗୁରୁ ଅରୁଣା ମହାନ୍ତିଙ୍କ ନୃତ୍ୟ ପରିବେଷଣରୁ । ଏହା ପରେ କୋଲକାତାର କଳାକାର ଅସୀମାବନ୍ଧୁ
Read More...

ତୃଣମୂଳ କଂଗ୍ରେସ ଛାଡିଥିବା ନେତାଙ୍କ ବିରୋଧରେ ମମତା ବାନାର୍ଜୀ‌ଙ୍କ ଆକ୍ଷେପ

କୋଲକାତା : ଭାରତୀୟ ଜନତା ପାର୍ଟି (ବିଜେପି) ରେ ଯୋଗ ଦେବା ପାଇଁ ତୃଣମୂଳ କଂଗ୍ରେସ(ଟିଏମସି) ଛାଡିଥିବା ରାଜୀବ ବାନାର୍ଜୀଙ୍କ ନାମ ନରଖି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ, ତାଙ୍କ କାର୍ୟ୍ୟକାଳ ମଧ୍ୟରେ ଜଙ୍ଗଲ ବିଭାଗ ନିଯୁକ୍ତିରେ ଅନିୟମିତତା ହୋଇଛି ।
Read More...

ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟ ସୀମା ଆସନ୍ତା ୧୦ ତାରିଖ ଯାଏଁ ବୃଦ୍ଧି

କଟକ : ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟ ସୀମାକୁ ଆସନ୍ତା ୧୦ ତାରିଖ ଅର୍ଥାତ ଫେବୃଆରୀ ୧୦ ଯାଏଁ ବୃଦ୍ଧି କରିଛନ୍ତି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତ୍ତୃପକ୍ଷ । ପୂର୍ବରୁ ଫେବ୍ରୁଆରୀ ୨ ତାରିଖ ଫର୍ମ ପୂରଣ ପାଇଁ ଶେଷ ତାରିଖ ଥିଲା । ତେବେ ଆସନ୍ତା ମେ ୩ରୁ ୧୫ ଯାଏଁ
Read More...

ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ପଦ୍ମପୁର ଚମ୍ପିଆନ୍

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ବ୍ଳକ ଅନ୍ତର୍ଗତ ପହଣ୍ଡି ଗ୍ରାମ ଠାରେ ଦୀର୍ଘ ୨ ଦିନ ଧରି ପ୍ରଥମ ମାଁ ବାଞ୍ଜତଲିଏନ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମୁଦାୟ ୮୦ ଟି ଦଳ ଅଂଶଗ୍ରହଣ କରି ତାଙ୍କ ଚମକପ୍ରଦ ଖେଳ ଦେଖାଇଥିଲେ । ପଦ୍ମପୁରର
Read More...