Daily Archives

ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତ‌ଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନଂ. ୨ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଜିଲ୍ଲାରେ ୮ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଥିବା କୁହାଯାଇଛି ।
Read More...

ମାଓବାଦୀ ଭୟରେ ଗାଁ ଛାଡ଼ିଦେଲେ ୮୫ ପରିବାର

ଚିତ୍ରକୋଣ୍ଡା : ପୁଣି ମାଓବାଦୀ ଭୟରେ ଭିଟାମାଟି ଛାଡିଲେ ସ୍ୱାଭିମାନ ଅଞ୍ଚଳର ୮୫ ପରିବାର । ଗତକାଲି ଠାରୁ ଆସି ସେମାନେ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ରାଜୁଲକୋଣ୍ଡାରେ ସରକାରୀ ଫଳ ବଗିଚା ନିକଟରେ ଅଵସ୍ଥାପନ କରୁଛନ୍ତି । ସେମାନଙ୍କ କହିବା ଅନୁସାରେ ସେମାନଙ୍କ ପାଖରେ ସଦାସର୍ବଦା ମାଓବାଦୀ…
Read More...

ମାସିକ ପଣ୍ୟ କାରବାରରେ ପାରାଦ୍ୱୀପ ବନ୍ଦରର ସର୍ବକାଳୀନ ରେକର୍ଡ

ପାରାଦ୍ୱୀପ, (ଶୁଭ୍ରାଂଶୁ ଶେଖର ପୃଷ୍ଟି) : ଦେଶର ଅର୍ଥନିତୀ କୋଡିଭ୍‌ ମହାମାରୀ ଯୋଗୁଁ ଘଡିସନ୍ଧି ମୁହୁର୍ତ୍ତ ମଧ୍ୟ ଦେଇ ଗତି କରୁଥିବା ବେଳେ, ଚଳିତ ବର୍ଷର ପ୍ରଥମ ମାସ ପାରାଦ୍ୱୀପ ବନ୍ଦର ପାଇଁ ଶୁଭଙ୍କର ସାବ୍ୟସ୍ତ ହୋଇଛି । ଜାନୁଆରୀ ମାସରେ ପାରାଦ୍ୱୀପ ବନ୍ଦର ସମୁଦାୟ ୧୧.୧୭ ନିୟୁତ…
Read More...

ଭାରତୀୟ ତଟ୍ଟରକ୍ଷୀ ବାହିନୀ ପକ୍ଷରୁ ୪୫ତମ ‘ରେଜିଂ ଡେ’ ପାଳନ

ପାରାଦୀପ, (ଶୁଭ୍ରାଂଶୁ ଶେଖର ପୃଷ୍ଟି) : ସୋମବାର ଦିନ ଭାରତୀୟ ତଟ୍ଟରକ୍ଷୀ ବାହିନୀ ଏହାର ୪୫ତମ ‘ରେଜିଂ ଡେ’ ବା ‘ବୃଦ୍ଧି ଦିବସ’ ପାଳନ କରିଛି । ଭାରତୀୟ ଅଞ୍ଚଳର ଉପକୂଳକୁ ସୁରକ୍ଷିତ ରଖିବା ପାଇଁ ୭ଗୋଟି ପୃଷ୍ଠଭୂମି ପ୍ଲାଟଫର୍ମରୁ ଆରମ୍ଭ କରି କୋଷ୍ଠଗାର୍ଡ ୧୫୬ଟି ଜାହଜ ଏବଂ ୬୨ଟି ବିମାନ…
Read More...

ବଜରଙ୍ଗଦଳ କ୍ଲବ ଦ୍ୱାରା କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ସରେଇକେଲା ପଞ୍ଚାୟତ ଅଧିନସ୍ତ ସୁକୁଲି ପାହାଡ ଗ୍ରାମରେ ବଜରଙ୍ଗଦଳ କ୍ରିକେଟ କ୍ଲବ ଦ୍ୱାରା ପ୍ରଥମ ବର୍ଷ ପାଇଁ ୧୪ ବର୍ଷରୁ କମ୍‌ ବୟସ ପିଳାଙ୍କ ପାଇଁ ଏକ କ୍ରିକେଟ ପ୍ରତିଯୋଗିତା ଆରମ୍ଭ ହୋଇଥିଲା । ଏଥିରେ ମୋଟ ଚାରୋଟି ପଞ୍ଚାୟତର ସର୍ବମୋଟ…
Read More...

କଳାହାଣ୍ଡି କାର୍ଲାପାଟ ଅଭୟାରଣ୍ୟରୁ ହାତୀର ମୃତଦେହ ଉ‌ଦ୍ଧାର

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଦକ୍ଷିଣ ବନଖଣ୍ଡ କାର୍ଲାପାଟ ଅଭୟାରଣ୍ୟ ତେନ୍ତୁଳିଖୁଣ୍ଟି ଗାଁ ନିକଟରେ ମାଈ ହାତୀର ମୃତଦେହ ପଡି ରହିଥିବା ଗ୍ରାମବାସୀ ବନ ବିଭାଗକୁ ସୂଚନା ଦେଇଥିଲେ । ହାତୀଟି ଗର୍ଭବତୀ ଥିବା ବନ କର୍ମଚାରୀ ଜାଣିବାକୁ ପାଇଥିଲେ । ସେଠାରୁ ମାଈ ହାତୀର ମୃତଦେହ…
Read More...

ବାଲୁଙ୍କେଶ୍ୱର ବିଦ୍ୟାପୀଠର ୧୯୯୬ ମାଟ୍ରିକ ବ୍ୟାଚ ସହପାଠୀ ବର୍ଗଙ୍କ ବଂଧୁ ମିଳନ

କଟକ, (ଚକ୍ରବର୍ତ୍ତୀ ଓତା) : କଟକ ଜିଲ୍ଲା ବୟାଳିଶମୌଜ଼ା ଉପକଣ୍ଠ ଦେଉଳି ସ୍ଥିତ ପୁରାତନ ଶିକ୍ଷାୟତନ ବାଲୁଙ୍କେଶ୍ୱର ବିଦ୍ୟାପୀଠର ୧୯୯୬ ମସିହା ମାଟ୍ରିକ ବ୍ୟାଚ ଛାତ୍ରଛାତ୍ରୀ ମାନଙ୍କର ବଂଧୁ ମିଳନ ପର୍ଵ ଆଧ୍ୟାତ୍ମିକ ପୀଠ କଳପଡା କଦମ୍ବେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି ।…
Read More...

କୃଷ୍ଣ ମୋହନ କମ୍ପ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦର୍ପଣ ପୁସ୍ତକ ବଣ୍ଟନ କାର୍ଯ୍ୟକ୍ରମ

ତରଭା, (ଜିତେନ୍ଦ୍ର ସା) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଳକ ଅନ୍ତର୍ଗତ ଦେଉଳପଦର ଗାଁର କୃଷ୍ଣ ମୋହନ କମ୍ପ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଆଜି ପରୀକ୍ଷା ଦର୍ପଣ ପୁସ୍ତକ ବଣ୍ଟନ କରାଯାଇଛି । ଲକଡାଉନ୍ ପାଇଁ ସ୍କୁଲ ଗୁଡ଼ିକ ବନ୍ଦ ରହିଥିବାରୁ ଦଶମ ଛାତ୍ରଛାତ୍ରୀଙ୍କୁ…
Read More...

ନୃସିଂହନାଥ – ହରିଶଙ୍କର ମନ୍ଦିର ପରିଦର୍ଶନ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କ ଗୁପ୍ତ ଏଜେଣ୍ତା ସରକାର ପ୍ରକାଶ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତକାଲି ଏକ ତୋଫାନୀ ଗ୍ରସ୍ତରେ ହେଲିକେପ୍ଟର ଯୋଗେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ଗନ୍ଧମାର୍ଦ୍ଦନ ପାହାଡର ଉଭୟ ପାଖରେ ଥିବା ନୃସିଂହନାଥ ଓ ହରିଶଙ୍କର ମନ୍ଦିର ପରିଦର୍ଶନରେ ଆସିଥିଲେ । ଏହି ଗସ୍ତର କିଛି ଗୁପ୍ତ ଏଜେଣ୍ତା ଅଛି କି ବୋଲି ପଦ୍ମପୁରର…
Read More...

ରାଜ୍ୟରେ ଆଜି ୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୮୭ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ…
Read More...