Daily Archives

ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟର ରୋଗୀ କଲ୍ୟାଣ ସମିତିର କାର୍ୟ୍ୟକାରିଣୀ କମିଟିର ବୈଠକ

ଛତ୍ରପୁର : ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟର ରୋଗୀ କଲ୍ୟାଣ ସମିତିର କାର୍ୟ୍ୟକାରିଣୀ କମିଟିର ବୈଠକ ଉପଜିଲ୍ଲପାଳ ପ୍ରିୟ ରଂଜନ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଚିକିତ୍ସାଳୟ ପାଚେରୀକୁ ଆହୁରୀ ଉଚ୍ଚତା କରାଯିବ ।
Read More...

ଓଡ଼ିଶାରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପାଇଁ ରାଜ୍ୟ ବଜେଟରେ ୯୦ କୋଟି ଟଙ୍କା ବ୍ୟୟ ବରାଦ

ଭୁବନେ‌ଶ୍ୱର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ତେବେ ରାଜ୍ୟ ସରକାର ଏହି ବଜେଟରେ ‌ସ୍ୱାସ୍ଥ୍ୟ ସହ କ୍ରୀଡ଼ା କ୍ଷେତ୍ରକୁ ମଧ୍ୟ ଗୁରୁତ୍ୱ ଦେଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଓଡ଼ିଶାରେ ବିଶ୍ବସ୍ତରୀୟ ହକି ଷ୍ଟାଡିୟମ ନିର୍ମାଣ ପାଇଁ
Read More...

ଧାନ ବିକ୍ରୟ ଦାବୀରେ ସରକାରୀ କାର୍ଯ୍ୟାଳୟରେ ତାଲା ବନ୍ଦ ଆନ୍ଦୋଳନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ବିଭିନ୍ନ ମଣ୍ତିମାନଙ୍କରେ ହଜାର ହଜାର ବସ୍ତା ଧାନ ଖୋଲା ଆକାଶ ତଳେ ପଡି ରହିଛି । ଟୋକନ ବ୍ୟବସ୍ଥା ଥାଇ ମଧ୍ୟ ଟୋକନ ଗୁଡିକ ଲେ‌ପ୍ସ ହୋଇଥିବା ଜାଣି ଚାଷୀମାନେ ଧାନ ବିକ୍ରୟ କରି ପାରୁ ନାହାନ୍ତି । ଆଜିକୁ ୧୩ ଦିନ ହେଲାଣି ପଦ୍ମପୁର ଉପ
Read More...

ମାଣ୍ତୋସିଲରେ ମୁନିକଚନ୍ଦ ମାଝୀ ମେମୋରିଏଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ପାଇକମାଲ ବ୍ଲକ ମାଣ୍ତୋସିଲ ଖେଳ ପଡିଆ ଠାରେ ମୁନିକ ଚନ୍ଦ୍ର ମାଝୀ ମେମୋରିଏଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ - ୨୦୨୧ ଉଦଘାଟିତ ହୋଇଯାଇଛି । ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ପୂର୍ବତନ ବିଧାୟକ ତଥା ବିଜେପି କୃଷକ ମୋର୍ଚ୍ଚା
Read More...

ଯୁବ ରେଡକ୍ରସ ତାଲିମ ଶିବିର ଉଦଯାପିତ

ଏସ୍‌.ରାମପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ରାମପୁର ପଂଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ତିନି ଦିନିଆ କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ କଳ୍ପନା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ତାଲିମ ଶିବିରର ଉଦଯାପନୀ
Read More...

ଓଡ଼ିଆ ଭାଷାକୁ ସରକାରୀ ମାନ୍ୟତା ଦାବୀ କରି ବାଲିଗୁଡାରୁ ପୁନଃ କଳାପତାକା ଅଭିଯାନ ଆରମ୍ଭ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଓଡ଼ିଆ ଭାଷାକୁ ସରକାରୀ ଭାବେ ପ୍ରଚଳନ କରିବା ପାଇଁ ବିଶ୍ୱ ମାତୃଭାଷା ଦିବସରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରୁ ଆରମ୍ଭ ହୋଇଛି ଭାଷା ଆନ୍ଦୋଳନ । କନ୍ଧମାଳ ଭାଷା ଆନ୍ଦୋଳନର ଆବାହକ ଅଶୋକ ପରିଡାଙ୍କ ନେତୃତ୍ୱରେ ସ୍ଥାନୀୟ ଗାନ୍ଧୀ ଛକରେ ଥିବା
Read More...

ସଂପୂର୍ଣ୍ଣ ବାର୍ତ୍ତା ତାଲିମ କାର୍ଯ୍ୟକ୍ରମ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡିର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସେବାଜଗତ ତରଫରୁ ୟୁନିସେଫ ସହାୟତାରେ ଶିଶୁ ଓ ମାଁ ମାନଙ୍କ ସ୍ୱାସ୍ଥ୍ୟ ଓ ପୁଷ୍ଟି ସମ୍ବନ୍ଧୀୟ ଫଳପ୍ରଦ ଯୋଗାଯୋଗ ସମ୍ବନ୍ଧୀୟ ତାଲିମ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏହି ତାଲିମ ଶିବିରକୁ ମୁଖ୍ୟ
Read More...

ଅମାନବିକତା : ମଦ ପାଇଁ ଟଙ୍କା ନ ଦେବାରୁ ବୃଦ୍ଧା ମା’ଙ୍କୁ ପେଚ୍‌କସ୍‌ ଭୁଷି ହତ୍ୟା କଲା ପୁଅ

ନୂଆଦିଲ୍ଲୀ : ଦିଲ୍ଲୀର ଖଜୁରୀ ଖାସ୍ ଅଞ୍ଚଳରେ ରବିବାର ରାତିରେ ଜଣେ ୬୪ ବର୍ଷୀୟା ବୃଦ୍ଧା ମା’ଙ୍କୁ ଗୋଟେ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ପୋଷ୍ଟମର୍ଟମ ପାଇଁ ପଠାଇଥିଲା । ଉତ୍ତର ପୂର୍ବ ଦିଲ୍ଲୀ ପୋଲିସ ଡିସିପି ବେଦ
Read More...

ବାଇକ ଦୁର୍ଘଟଣାରେ ଶିକ୍ଷକଙ୍କ ମୃତ୍ୟୁ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଦୁତିପଡ଼ା ପଞ୍ଚାୟତର ରାଇଖୋଲ ଠାରେ ବାଇକ୍ ଦୁର୍ଘଟଣାରେ ଜନୈକ ଶିକ୍ଷକ ବାଦଲ ପ୍ରଧାନଙ୍କ ମୃତ୍ୟୁ ହୋଇଛି । ସୂଚନା ପ୍ରକାରେ ବାଦଲ କୌଣସି କାର୍ୟ୍ୟରେ ଖଜୁରୀପଡ଼ା ଯାଇ ରାତି ୯ଟାରେ ନିଜଘର
Read More...

୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦରେ ବିଧାନସଭାରେ ରାଜ୍ୟ ବଜେଟ୍ ୨୦୨୧-୨୨ ଆଗତ

ଭୁବନେଶ୍ୱର : ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦରେ ବିଧାନସଭାରେ ରାଜ୍ୟ ବଜେଟ୍ ୨୦୨୧-୨୨ ଆଗତ ହୋଇଛି । ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧାନସଭାରେ ବଜେଟ ଉପସ୍ଥାପନ
Read More...