Daily Archives

ରାୟଗଡା ଜିଲ୍ଲାରେ ବନ୍ଦ ପାଳନ

ରାୟଗଡା : ନୂତନ ଜିଏସଟି ଆଇନକୁ ସର୍ବଭାରତୀୟ ସ୍ତରରେ ବିରୋଧ କରାଯାଇଥିବା ବେଳେ ରାୟଗଡା ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବ ପଡିଛି । ରାୟଗଡା ବଣିକ ସଂଘ ତରଫରୁ ନୂତନ ଜିଏସଟି ଆଇନକୁ ବିରୋଧ କରି ରାୟଗଡା ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ଘଂଟିଆ ବନ୍ଦର ଡାକାରା ଦେଇଥିଲେ ।
Read More...

ଟିମ୍ ହ୍ୟୁମାନିଟର ଆଉ ଏକ ବଳିଷ୍ଠ ପଦକ୍ଷେପ : ଆବର୍ଜନାପୂର୍ଣ୍ଣ ଶ୍ମଶାନ ପରିସର ସଫେଇ କଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଗତ ଦିନରେ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ୟ୍ୟକରି ବେଶ୍ ପ୍ରଶଂସିତ ହୋଇଥିବା ବେଳେ ଟିମ୍ ହ୍ୟୁମାନିଟ୍ କନ୍ଧମାଳ ପକ୍ଷରୁ ଆରମ୍ଭ ହୋଇଥିଲା ଅନ୍ୟ ଏକ ନୂତନ ପଦକ୍ଷେପ । ସହରରେ ଥିବା ସମସ୍ତ ଆବର୍ଜନାପୂର୍ଣ୍ଣ ଶ୍ମଶାନ ପରିସରକୁ ସଫେଇ
Read More...

ଭାରତ ବନ୍ଦ : ବରଗଡ଼ ସହରର ବ୍ୟବସାୟୀ ସଂଘର ସମର୍ଥନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଏସଟିର ସରଳୀକରଣ ଦାବୀରେ ସର୍ବ ଭାରତୀୟ ବ୍ୟବସାୟୀକ ପ୍ରତିଷ୍ଠାନର ଆହ୍ବାନ କ୍ରମେ ଆଜି ଭାରତ ବନ୍ଦ ଡାକରାର ପ୍ରଭାବ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା । ବରଗଡ଼ ବ୍ୟବସାୟୀ ସଂଘ ଏହାର ସମ୍ପୁର୍ଣ୍ଣ ଭାବରେ ସମର୍ଥନ କରି ଦୋକାନ
Read More...

ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ଶ୍ରୀ ପୁରୁଷୋତ୍ତମପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ୬୧ ଜଣ ଛାତ୍ରଛାତ୍ରୀମାନଙ୍କୁ ନୂତନ ପୋଷାକ ଓ ଜୋତା ମୋଜା ବଣ୍ଟନ କରାଯାଇଛି । ରାଜ୍ୟ ସରକାରଙ୍କ କୋଭିଡ-୧୯ ଆଇନ ଅନୁଯାୟୀ ବିଦ୍ୟାଳୟକୁ ଛାତ୍ରଛାତ୍ରୀ ଆସିବାକୁ ବାରଣ
Read More...

ବିଭିନ୍ନ ସ୍କୁଲରେ ଓଡିଶୀ ନୃତ୍ୟ ପ୍ରଶିକ୍ଷଣ ଶିବିର

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଏବଂ ରାଜ୍ୟସ୍ତରୀୟ ସାଂସ୍କୃତିକ ଅନୁଷ୍ଠାନ ସୁଧାର ମିଳିତ ସହଯୋଗରେ ଡେଲାଙ୍ଗ ବ୍ଳକର ମହତାବ, ରାଧାକାନ୍ତ, ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ସର୍ବପଲ୍ଲୀ ବିଦ୍ୟାପୀଠ, ପୁରୁଷୋତ୍ତମପୁର ନୋଡାଲ ସରକାରୀ ଉଚ୍ଚ
Read More...

କଅଁଳପଡା ଖଣ୍ଡୁଆଳ ପୀଠରେ ବିଶ୍ୱଶାନ୍ତି ଯଜ୍ଞ

ଡେଲାଙ୍ଗ, (ଦିଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କଁଅଳପଡା ଗ୍ରାମର ଅଧିଷ୍ଟାତ୍ରୀ ଦେବୀ ମାଁ ବରାହୀ (ଖଣ୍ଡୁଆଳ) ଠାକୁରାଣୀଙ୍କ ପୀଠସ୍ଥଳୀରେ ୧୨ତମ ବାର୍ଷିକ ବିଶ୍ୱଶାନ୍ତି ଯଜ୍ଞ ଗ୍ରାମବାସୀ ପକ୍ଷରୁ ଅନୁଷ୍ଠିିତ ହୋଇଯାଇଛି । ମଙ୍ଗଳବାର ଠାରୁ ୪ଦିନ ବ୍ୟାପି ଅଙ୍କୁରାରୋପଣ,
Read More...

ବୁଢ଼ାରଜା କ୍ରିକେଟ : ତୃତୀୟ ଦିନରେ ଭୂତମୁଣ୍ଡା ବିଜୟୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ମାଣ୍ତୋସିଲ ଗ୍ରାମ ପଞ୍ଚାୟତ ଭୂତମୁଣ୍ଡା ବୁଢ଼ାରଜା କ୍ରିକେଟ ଟୁର୍ଣ୍ଣାମେଣ୍ଟ ପୁରେନା ଓ ଇଚ୍ଛାପୁର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ତେବେ ମ୍ୟାଚରେ ପୁରେନା ବିଜୟୀ ହୋଇଥିଲା । ଅନ୍ୟ ଏକ ଲିଗ ମ୍ୟାଚରେ ଭୂତମୁଣ୍ଡା ଓ
Read More...

ଦେଓଗାଁରେ ଭାରତ ବନ୍ଦର ଆଂଶିକ ପ୍ରଭାବ : ସକାଳେ ବନ୍ଦ, ସନ୍ଧ୍ୟାରେ ଖୋଲିଲା ଦୋକାନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଳକରେ ଆଜି ଭାରତ ବନ୍ଦର ଆଂଶିକ ପ୍ରଭାବ ପଡିଛି । ଜିଏସଟି ସମସ୍ୟାକୁ ନେଇ ଆଜି ସମଗ୍ର ଭାରତର ବ୍ୟବସାୟ ସଂଘର ବାର୍ତ୍ତାକୁ ସମର୍ଥନ ଦେଇ ବନ୍ଦ ପାଳନ କରିଛନ୍ତି । ଜିଏସଟି ଜଟିଳତା ପାଇଁ ବ୍ୟବସାୟୀମାନେ ଆର୍ଥିକ ଓ ମାନସିକ ସ୍ତରରେ ଶୋଷଣ ହେଉଥିବାରୁ
Read More...

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ତୁରେକେଲା, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଳକ ଅନ୍ତର୍ଗତ ମହୁଲବାହାଲି ରୋଡ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଏକ ଦିବସୀୟ ବିଜ୍ଞାନ ମେଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଝରଣୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କର୍ମୀ ଶୋଭାବନ ନାୟକଙ୍କ ତତ୍ତ୍ୱାବଧାନରେ କେନ୍ଦ୍ର ଅଧିନରେ ଥିବା
Read More...

କବୟିତ୍ରୀ ଅଞ୍ଜନା ଚାନ୍ଦଙ୍କ ପୁସ୍ତକ ପ୍ରତିଧ୍ୱନିର ଅନ୍ତରାଳେ ଉନ୍ମୋଚିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କବୟିତ୍ରୀ ଅଞ୍ଜନା ଚାନ୍ଦଙ୍କ ପୁସ୍ତକ ପ୍ରତିଧ୍ୱନିର ଅନ୍ତରାଳେ ଉନ୍ମୋଚିତ ହୋଇଯାଇଛି । ବରଗଡ଼ ଗାନ୍ଧୀ ସ୍ମୃତି ପାଠାଗାର ପରିସରରେ ସାହିତ୍ୟିକ ମନୋରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ପୁସ୍ତକ ଉନ୍ମୋଚନ ଉତ୍ସବରେ ପୁସ୍ତକର ପ୍ରକାଶକ ସିଦ୍ଧାର୍ଥ ଗୌତମ ଯୋାୀ,
Read More...