ଫେବୃଆରୀ ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀର ପିଲା ସ୍କୁଲ ଯିବେ
ଭୁବନେଶ୍ୱର : ଦଶମ ଓ ଦ୍ବାଦଶ ଶ୍ରେଣୀ ପାଠ ପଢ଼ା ଆରମ୍ଭ ହେବା ପରେ ଏବେ ଫେବୃଆରୀ ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀର ପିଲା ସ୍କୁଲ ଯିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ୯ମ ଏବଂ ୧୧ଶ ଶ୍ରେଣୀ ବିଦ୍ୟାର୍ଥୀଙ୍କ ପାଠପଢା ସୋମବାର ଠାରୁ ଶନିବାର ସକାଳ ୮.୩୦ରୁ ୧୦.୩୦ ପର୍ୟ୍ୟନ୍ତ ହେବ!-->…
Read More...
Read More...