Monthly Archives

February 2021

ମଦ ଜବତ କରିବାକୁ ଯାଇ ମହିଳାଙ୍କୁ ଅସଦ ବ୍ୟବହାର ଅଭିଯୋଗ : ଅବକାରୀ ବିଭାଗ କର୍ମଚାରୀଙ୍କ ନାମରେ ଥାନାରେ ଏତଲା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଦେଶୀ ମଦ ଜବତ କରିବାକୁ ଯାଇ ଏବେ ହରଡ଼ଘଣାରେ ପଡିଛି ଅବକାରୀ ବିଭାଗ । ମଦ ଜବତ କରିବାକୁ ଯାଇ ଜଣେ ମହିଳାଙ୍କୁ ଗାଳି ଗୁଲଜ କରିବା ସହ ମାଡ଼ ମାରିବା ଫଳରେ ମହିଳା ଜଣଙ୍କ ଆହତ ହୋଇଥିବାରୁ ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଫିରିଙ୍ଗିଆ ଓ ପରେ
Read More...

ଚାଷୀ ବାଲାମଣି ଭୋଇଙ୍କ ହୃଦଘାତ ଜନିତ ମୃତ୍ୟୁ ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କଲା ପାଇକମାଲ ବ୍ଲକ କଂଗ୍ରେସ କମିଟି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବହୁ ଚର୍ଚ୍ଚିତ ବାଲାମଣି ଭୋଇ(୫୯)ଙ୍କ ଘର ବରଗଡ ଜିଲ୍ଲା ପାଇକମାଲ ବ୍ଳକ ଅନ୍ତର୍ଗତ ସରେଇକେଲା ଗ୍ରାମପଞ୍ଚାୟତ ସମ୍ବଲପୁରୀ ଗ୍ରାମରେ । ଗତକାଲି ମଙ୍ଗଳବାର ଭୋରରୁ ଚାଷୀ ବାଲାମଣି ଙ୍କ ହୃଦଘାତରେ ମୃତ୍ୟୁ ଘଟିଥିଲା । ଦୀର୍ଘ ୨ମାସ ହେଲା ବାଲାମଣିଙ୍କ ପୁଅ
Read More...

ଚନ୍ଦନଭାଟି ବୈଶ୍ୟ ହଟୁଆ ସମାଜର ଦ୍ୱିତୀୟ ବନ୍ଧୁ ମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗୀର ଜିଲ୍ଲା ଚନ୍ଦନଭାଟି ବୈଶ୍ୟ ହଟୁଆ ସମାଜର ଦ୍ୱିତୀୟ ବନ୍ଧୁ ମିଳନ ସ୍ଥାନୀୟ ଚନ୍ଦନଭାଟି ସ୍ଥିତ ସାପ୍ତାହିକ ବଜାର ପ୍ରାଙ୍ଗଣରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ ମିଳନ ଉତ୍ସବରେ ଗ୍ରାମ୍ୟ କମିଟି ସଭାପତି ପଂଚାନନ ସା ସଭାପତିତ୍ୱ କରିଥିବା
Read More...

ଓସିଏ ଭିଜନ ୨୦୨୪ : ପ୍ରଥମ ମ୍ୟାଚରେ କଡା ଟକ୍କର, ସମର୍ପିତଙ୍କ ଧୁଆଁଧାର ୧୬୩

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟାମ ଠାରେ ଓସିଏ ଭିଜନ ୨୦୨୪ ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ଆଜିର ଉଦ୍‌ଘାଟନୀ ମ୍ୟାଚଟି ନବକିଶୋର କ୍ରିକେଟ ଦଳ ଓ ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମ
Read More...

‘କୋଶଳ ପ୍ରବାହ’ର ପ୍ରଭାବ : କୁଶଙ୍ଗ ଆଂଚଳିକ ମହାବିଦ୍ୟାଳୟର ପରିଚାଳନା ସଂପର୍କୀତ ଅଭିଯୋଗର ତଦନ୍ତ ପାଇଁ ୨୫ ତାରିଖ ଦିନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୧୨ ତାରିଖ ଦିନ କୁଶଙ୍ଗ ଆଂଚଳିକ ମହାବିଦ୍ୟାଳୟର ସୁପରିଚାଳନା ପାଇଁ ଗ୍ରାମବାସୀଙ୍କ ଉପ ଜିଲ୍ଲାପାଳଙ୍କୁ ଗୁହାରି’ ଶୀର୍ଷକରେ ଖବର ପ୍ରକାଶିତ ହେବା ପରେ ସଂପୃକ୍ତ ଅଭିଯୋଗର ତଦନ୍ତ ପାଇଁ ଆସନ୍ତା ୨୫ ତାରିଖ ଦିନ ଅପରାହ୍ନ ୪ଟା ସମୟରେ ଉପ ଜିଲ୍ଲାପାଳଙ୍କ
Read More...

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ବରଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପ୍ରତିବାଦରେ ବରଗଡ଼ ସହର ଓ ଆଖ ପାଖ ଅଞ୍ଚଳର ପେଟ୍ରୋଲ ପମ୍ପ ଗୁଡ଼ିକରେ ଲାଗି ଥିବା ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପେଟ୍ରୋଲିୟମ
Read More...

ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଦେଓଗାଁ ବ୍ଲକ ଘୁଡ଼କାପଡ଼ା ଓ ବନ୍ଧପଡ଼ା ଗ୍ରା.ପ.ରେ ଜଣେ ଲେଖାଏଁ, ଲୋଇସିଂହା ବ୍ଲକ ବାଦିବାହାଲ ଗ୍ରା.ପ.ରେ ଜଣେ, ପାଟଣାଗଡ଼ ବ୍ଲକ ଭଇଁଷା ଗ୍ରା.ପ.ରୁ
Read More...

ସଡକ ସୁରକ୍ଷା କର୍ମଶାଳା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଲଉଡିଦରହା ଗ୍ରାମ ଠାରେ ମାସ ଆନୁକୂଲ୍ୟରେ ସଡ଼କ ସୁରକ୍ଷା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ମାସର ସଂଯୋଜକ ଆଦିକନ୍ଦ ବିଶ୍ୱାଳ କାର୍ୟ୍ୟକ୍ରମକୁ ପରିଚାଳନା କରିଥିଲେ । ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଜାତୀୟ ସଡ଼କ
Read More...

ବଲାଙ୍ଗିର କୁଲୁତା ସମାଜର ମାଗଣା ଚକ୍ଷୁ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କୁଲୁତା ସମାଜ ଓ ମହାନଦୀ ନେତ୍ର ଚିକିତ୍ସାଳୟର ମିଳିତ ଆନୁଲୁଲ୍ୟରେ ଝାଙ୍କରପାଲିଠାରେ ସଭାପତି ସୁରଥ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରକୁ ଓଡିଶା ପ୍ରଶାସନିକ ସେବା ଅଧିକାରୀ ଶଙ୍କର୍ଷଣ ପଧାନ ଅନୁଷ୍ଠାନିକ ଭାବେ
Read More...

ସିଆରପି ଓଭରବ୍ରିଜ୍ ଉପରେ କାର୍ ସିରିଜ୍ ଦୁର୍ଘଟଣା : ଦୁଇ ଜଣ ଯୁବକ ଅଟକ

ଭୁବନେଶ୍ୱର : ନିଶାସକ୍ତ ଅବସ୍ଥାରେ ଦୁଇ ଜଣ ଯୁବକ ଭୁବନେଶ୍ୱର ଜାତୀୟ ରାଜପଥ ସିଆରପି ଓଭରବ୍ରିଜ୍ ଉପରେ ସିରିଜ କାରରେ ୪ଟି କାର୍‌କୁ ପିଟି ଦୁର୍ଘଟଣା ଘଟାଇଛ‌ନ୍ତି । ନିଶାସକ୍ତ ଅବସ୍ଥାରେ ଯୁବକ ଦୁଇ ଜଣ ଗୋଟିଏ ପରେ ଗୋଟିଏ ଗାଡିକୁ ପିଟିଚାଲିଥିଲେ । ୪ଟି କାର କ୍ଷତିଗ୍ରସ୍ତ ହୋଇଥିବା ବେଳେ
Read More...