ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା : ୪ ଜଣ ଆତଙ୍କବାଦୀ ନିହତ
ଶ୍ରୀନଗର : ଜମ୍ମୁ-କଶ୍ମୀରର ଅନନ୍ତନାଗର ଶାଲଗୁଲ ଜଙ୍ଗଲରେ ଆଜି ସକାଳେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା । ଏହାପରେ ସିଆରପିଏଫ ଯବାନ ଓ ପୁଲିସ୍ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା । ଜଙ୍ଗଲ ମଧ୍ୟରେ ଆତଙ୍କବାଦୀ ଲୁଚିଥିବା ଅଞ୍ଚଳକୁ ସୁରକ୍ଷାକର୍ମୀମାନେ କର୍ଡନ କରି!-->…
Read More...
Read More...