Monthly Archives

February 2021

ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ତିନି ବର୍ଷ ହେଲା ଏ ଅଫିସରୁ ସେ ଅଫିସ ଧାଉଁଛନ୍ତି ତେଜମନ୍ତି

ଖପ୍ରାଖୋଲ, (କ୍ରିଷ୍ଣା ସେଠୀ) : ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି । କିନ୍ତୁ ସେ ଯୋଜନା ସବୁ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନାହିଁ । ମଝିରେ ଦୂର୍ନିତୀ କର୍ମଚାରୀମାନେ କିଛି ପଇସା ପାଇଁ ଗରିବଙ୍କ ହକ୍ ଅନ୍ୟକୁ ବିକ୍ରି କରୁଛନ୍ତି । ଖପ୍ରାଖୋଲ ବ୍ଲକ କରୁଁଆଝର ପଞ୍ଚାୟତ
Read More...

ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ଵାରା ବିଜୁ ପଟ୍ଟନାୟକ ପ୍ରିମିୟରଲିଗ ଉଦଘାଟିତ

ମାହାଙ୍ଗା : ମାହାଙ୍ଗା ନିର୍ବାଚନ ମଣ୍ଡଳୀର ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ଠାରେ ବିଜୁ ପଟ୍ଟନାୟକ ପ୍ରିମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି । ଉଦଘାଟନ ଉତ୍ସବରେ ଓଡ଼ିଶା ମହିଳା କ୍ରିକେଟ ଦଳର ଦୁଇଟି ଟିମ ମଧ୍ୟରେ ହୋଇଥିଲା
Read More...

ଦୁର୍ବୃତ୍ତ‌ଙ୍କ କଳା କାନାମା : ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍ ଲୁଟିନେଲେ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ପାଲୁର ଛକ ସୁବଳୟା ଗାଁ ନିକଟରେ ଜନସେବା କେନ୍ଦ୍ର କର୍ମଚାରୀ ଛାୟାକାନ୍ତ ବେହେରାଙ୍କଠାରୁ ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍‌ ଲୁଟିନେଇଛନ୍ତି ଦୁର୍ବୃତ୍ତ । ଏନେଇ ଛାୟାକାନ୍ତ ରମ୍ଭା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ
Read More...

ବିଧାନସଭାରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ : ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗତକାଲି ବିଧାନସଭାରେ ଖାଦ୍ୟ ଯୋଗାଣ ବିଭାଗର ମନ୍ତ୍ରୀଙ୍କ ବିବୃତି ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ ବୋଲି ବିଜେପି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ଏକ ପ୍ରେସ ଇସ୍ତାହାରରେ ପ୍ରକାଶ କରିବା ସହ ଚାଷୀମାନଙ୍କୁ ମଧ୍ୟସ୍ଥି (ଦଲାଲ) ଅଖ୍ୟା
Read More...

ଜିଲ୍ଲା କ୍ରିକେଟ୍ ନକ ଆଉଟ୍ ପ୍ରତିଯୋଗିତା ଆସନ୍ତା ମାର୍ଚ୍ଚ ୩ରୁ ପଦ୍ମପୁର ଓ ସୋହେଲାରେ ଆରମ୍ଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା କ୍ରୀଡ଼ା ସଂସଦ ଓ କ୍ରିକେଟ୍ ଏସୋସିଏସନ୍ ଆନୁକୁଲ୍ୟରେ ବରଗଡ଼ ଜିଲ୍ଲା କ୍ରିକେଟ୍ ନକ୍ ଆଉଟ୍ ପ୍ରତିଯୋଗିତା ଆସନ୍ତା ମାର୍ଚ୍ଚ ୩ ତାରିଖରୁ ପଦ୍ମପୁର ଓ ସୋହେଲା ଠାରେ ଆୟୋଜନ କରିବାକୁ ଜିଲ୍ଲା କ୍ରୀଡ଼ା ସଂସଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏଥିରେ
Read More...

ବିସ୍ତାପିତଙ୍କୁ ଭୂମି ଓ ବାସଗୃହ ଯୋଗାଇ ଦେବା ପାଇଁ ଦାବୀପତ୍ର ଦେଲା ନଗର କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାଁ ଗହଳିରୁ ରୋଜଗାର ଅନ୍ୱେଷଣରେ ଅନେକ ଗରିବ, ଭୂମିହୀନ ସହରକୁ ଆସି ତାଙ୍କର ଜୀବିକା ନିର୍ବାହ କରୁଛନ୍ତି । ସମୟ କ୍ରମେ ସେମାନେ ବିଭିନ୍ନ ସରକାରୀ ଜମି ଉପରେ ଜୀବିକା ନିର୍ବାହ ପାଇଁ ଘର ଖଣ୍ଡେ ତିଆରି କରି ବସତି ସ୍ଥାପନ କରୁଛନ୍ତି । ବିଭିନ୍ନ ଯୋଜନା
Read More...

ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ

ଭୁବନେଶ୍ୱର : ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ । ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନିଆଯାଇଛି । ଆଗାମୀ ଦିନରେ କରୋନା ସ୍ଥିତି ଦେଖି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମଙ୍ଗଳବାର
Read More...

ଆଜି ରାଜ୍ୟରେ ୬୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୩୪ ରହିଛି । ଆଜି ୬୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୫ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ
Read More...

ତୈଳ ଦର ବୃଦ୍ଧିର ପ୍ରତିବାଦରେ ସାଇକେଲ୍ ଚଢ଼ି ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର : ଦିନକୁ ଦିନ ବୃଦ୍ଧି ହେବାକୁ ଲାଗିଛି ତୈଳ ଦର । ଶହେ ଟଙ୍କା ପାଖାପାଖି ହେଲାଣି ପେଟ୍ରୋଲ ଓ ଡିଜେଲ ଦାମ୍ । ତେବେ ତୈଳ ଦର ବୃଦ୍ଧିର ପ୍ରତିବାଦରେ ସାଇକେଲ୍ ଚଢ଼ି ବିଧାନସଭା ଆସିଲେ କଂଗ୍ରେସ ବିଧାୟକ । ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ସାଇକେଲ୍ ଚଳାଇ ବିଧାନସଭା
Read More...

ବିବାହୋତ୍ସବରେ ପଣସ ଗଛ ଚାରା ଉପହାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ତ ବୁବୁଡା ଗ୍ରାମର ନବଦମ୍ପତି ଯୁବକବି ତଥା ସାମ୍ବାଦିକ ସୁରେନ୍ଦ୍ର ମେହେର ଓ ସଂଧ୍ୟା ମେହେରଙ୍କୁ ବିବାହୋତ୍ସବରେ ଘନାମାଲ ଗ୍ରାମର ପ୍ରକୃତିବନ୍ଧୁ କବି ଅନନ୍ତ ମେହେର ଦୁଇଟି ପଣସ ଗଛ ଚାରା ଉପହାର ଦେଇଛନ୍ତି । ଏହି
Read More...