କରୋନା ନୂଆ ଷ୍ଟ୍ରେନକୁ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ପ୍ରତିକ୍ରିୟା
ଭୁବନେଶ୍ୱର : ଦେଶରେ ପୁଣି କରୋନାର ନୂଆ ଷ୍ଟ୍ରେନ ଦେଖିବାକୁ ମିଳିଲାଣି । ସଂକ୍ରମଣ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଯାହା ଏବେ ଚିନ୍ତା ବଢାଇ ଦେଇଛି । ସଂପୃକ୍ତ ରାଜ୍ୟମାନଙ୍କରେ ପୁଣି ଲକଡାଉନ୍ ଫେରିଛି । ଏ ନେଇ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି!-->…
Read More...
Read More...