ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : କାର ସହ ବାଇକ ମୁହାଁମୁହିଁ ଧକ୍କା, ୨ ବାଇକ ଆରୋହୀଙ୍କ ମୃତ୍ୟୁ
ମୟୁରଭଞ୍ଜ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲାରେ । ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଝିଙ୍କିରିଆ ନିକଟରେ କାର ସହ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ସମ୍ପର୍କରେ କୌଣସି ସୂଚନା ମଳିନଥିବା ବେଳେ!-->…
Read More...
Read More...