କୋଭିଡ୍ ଟୀକା ନେବା ପରେ ଦୁଇ ନର୍ସିଂ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦାଇପାଲି ସାଇଟ୍ ନର୍ସିଂ କଲେଜ୍ର ଦୁଇ ଜଣ ଛାତ୍ରୀ କୋଭିଡ୍ ଟୀକା ନେବା ପରେ ଅସୁସ୍ଥ ହୋଇ ପଡ଼ିଥିବା ଜଣାପଡ଼ିଛି । ଅସୁସ୍ଥ ଦୁଇ ଛାତ୍ରୀଙ୍କୁ କଲେଜ ମେଟ୍ରନ୍ ଏକ ଅଟୋରେ ଆଣି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତି!-->…
Read More...
Read More...